୨୦୨୪ ସୁଦ୍ଧା ମାଲକାନଗିରିରୁ ଭୁବନେଶ୍ବରକୁ ଉଡିବ ବିମାନ, ଭିଡିଓ ସେୟାର କଲେ ଫାଇଭ ଟି ସଚିବ

The Sakala Picture
Published On

ମାଲକାନଗିରି: ଲାଲ୍‌ କରିଡରରୁ ଆନ୍ତଃ-ରାଜ୍ୟ ବିମାନ ଉଡ଼ିବ । ଜୋରସୋରରେ ଚାଲିଛି କାମ । ଫାଇଭ ଟି ଇନିସିଏଟିଭ ଅଧିନରେ କାମ ଚାଲିଛି । ଏନେଇ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏକ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି । ୨୦୨୪ ସୁଦ୍ଧା ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବ । ଏଥିପାଇଁ ଖର୍ଚ୍ଚ ହେଉଛି ୫୫କୋଟି ଟଙ୍କା । ବିମାନବନ୍ଦର କାମ ମିଶନ ମୋଡରେ ସାରିବାକୁ ଚାଲିଛି କାମ । ବିମାନବନ୍ଦର ପାଇଁ ପ୍ରାୟ […]

ମାଲକାନଗିରି: ଲାଲ୍‌ କରିଡରରୁ ଆନ୍ତଃ-ରାଜ୍ୟ ବିମାନ ଉଡ଼ିବ । ଜୋରସୋରରେ ଚାଲିଛି କାମ । ଫାଇଭ ଟି ଇନିସିଏଟିଭ ଅଧିନରେ କାମ ଚାଲିଛି । ଏନେଇ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏକ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି । ୨୦୨୪ ସୁଦ୍ଧା ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବ । ଏଥିପାଇଁ ଖର୍ଚ୍ଚ ହେଉଛି ୫୫କୋଟି ଟଙ୍କା । ବିମାନବନ୍ଦର କାମ ମିଶନ ମୋଡରେ ସାରିବାକୁ ଚାଲିଛି କାମ ।

ଆହୁରି ପଢ଼ନ୍ତୁ: ୨୦୨୬ ଏସିଆନ୍ ଗେମ୍ସ ପାଇଁ ଭାରତୀୟ ଦଳ ଘୋଷଣା: ଶ୍ରେୟାସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ

ବିମାନବନ୍ଦର ପାଇଁ ପ୍ରାୟ ୨୩୪ ଏକର ଜମି ବାଣିଜ୍ୟ ଓ ପରିବହନ ବିଭାଗକୁ ରାଜସ୍ବ ବିଭାଗ ହସ୍ତାନ୍ତର କରିଛି । ଜଙ୍ଗଲ ଜମିର କିସମ ପରିର୍ବତ୍ତନ ସହ ପୂର୍ତ୍ତ ବିଭାଗ ପକ୍ଷରୁ ପାଚେରି କାମ ସରିବା ଅବସ୍ଥାରେ । ଏଥିରେ ୧୬୨୦ ଲମ୍ବ ଓ ୩୦ ମିଟର ଚଉଡ଼ାର ରନଓ୍ବେ ରହିବ । ମାଲକାନଗିରିରୁ ଭୁବନେଶ୍ବରକୁ ବିମାନ ଉଡ଼ିବା ସହ ଅନ୍ୟ ରାଜ୍ୟର ରାଜଧାନୀକୁ ବି ସଂଯୋଗ ହେବ ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ଗତ ଏପ୍ରିଲ ମାସରେ ମାଲକାନଗିରି ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ବିମାନବନ୍ଦର କାମ ଅନୁଧ୍ୟାନ ସହ ତ୍ବରାନିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ନିୟମିତ ସମୀକ୍ଷା କରୁଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରଖି ଠିକ୍ ସମୟରେ କାମ ସାରିବାକୁ ଗୁରୁତ୍ବ ଦିଆଯାଇଛି । ଭିତ୍ତିଭୂମି, ଲାଇସେନ୍ସ ଓ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ସ୍ଥିର କରାଯାଇଛି ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

24 Nov 2022 By The Sakala

୨୦୨୪ ସୁଦ୍ଧା ମାଲକାନଗିରିରୁ ଭୁବନେଶ୍ବରକୁ ଉଡିବ ବିମାନ, ଭିଡିଓ ସେୟାର କଲେ ଫାଇଭ ଟି ସଚିବ

ମାଲକାନଗିରି: ଲାଲ୍‌ କରିଡରରୁ ଆନ୍ତଃ-ରାଜ୍ୟ ବିମାନ ଉଡ଼ିବ । ଜୋରସୋରରେ ଚାଲିଛି କାମ । ଫାଇଭ ଟି ଇନିସିଏଟିଭ ଅଧିନରେ କାମ ଚାଲିଛି । ଏନେଇ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ଏକ ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି । ୨୦୨୪ ସୁଦ୍ଧା ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବ । ଏଥିପାଇଁ ଖର୍ଚ୍ଚ ହେଉଛି ୫୫କୋଟି ଟଙ୍କା । ବିମାନବନ୍ଦର କାମ ମିଶନ ମୋଡରେ ସାରିବାକୁ ଚାଲିଛି କାମ ।

ବିମାନବନ୍ଦର ପାଇଁ ପ୍ରାୟ ୨୩୪ ଏକର ଜମି ବାଣିଜ୍ୟ ଓ ପରିବହନ ବିଭାଗକୁ ରାଜସ୍ବ ବିଭାଗ ହସ୍ତାନ୍ତର କରିଛି । ଜଙ୍ଗଲ ଜମିର କିସମ ପରିର୍ବତ୍ତନ ସହ ପୂର୍ତ୍ତ ବିଭାଗ ପକ୍ଷରୁ ପାଚେରି କାମ ସରିବା ଅବସ୍ଥାରେ । ଏଥିରେ ୧୬୨୦ ଲମ୍ବ ଓ ୩୦ ମିଟର ଚଉଡ଼ାର ରନଓ୍ବେ ରହିବ । ମାଲକାନଗିରିରୁ ଭୁବନେଶ୍ବରକୁ ବିମାନ ଉଡ଼ିବା ସହ ଅନ୍ୟ ରାଜ୍ୟର ରାଜଧାନୀକୁ ବି ସଂଯୋଗ ହେବ ।

ଗତ ଏପ୍ରିଲ ମାସରେ ମାଲକାନଗିରି ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ବିମାନବନ୍ଦର କାମ ଅନୁଧ୍ୟାନ ସହ ତ୍ବରାନିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ନିୟମିତ ସମୀକ୍ଷା କରୁଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରଖି ଠିକ୍ ସମୟରେ କାମ ସାରିବାକୁ ଗୁରୁତ୍ବ ଦିଆଯାଇଛି । ଭିତ୍ତିଭୂମି, ଲାଇସେନ୍ସ ଓ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ସ୍ଥିର କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର