ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେଉଥିବା ସ୍ବାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍‍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ସେହିପରି ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ […]

ଭୁବନେଶ୍ବର: ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେଉଥିବା ସ୍ବାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍‍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ସେହିପରି ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେବା ସହ ରାଜ୍ୟ ସ୍ବାର୍ଥ ସମ୍ବଳିତ ଏକାଧିକ ପ୍ରସଙ୍ଗ ଉପସ୍ଥାପନା କରିବେ । ଏହାର ପରଦିନ ଅଗଷ୍ଟ ୮ ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

06 Aug 2022 By The Sakala

ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହେଉଥିବା ସ୍ବାଧୀନତାର ଅମୃତ ମହୋତ୍ସବ ଜାତୀୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍‍ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେବା ସହ ରାଜ୍ୟ ସ୍ବାର୍ଥ ସମ୍ବଳିତ ଏକାଧିକ ପ୍ରସଙ୍ଗ ଉପସ୍ଥାପନା କରିବେ । ଏହାର ପରଦିନ ଅଗଷ୍ଟ ୮ ତାରିଖ ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର