ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

The Sakala Picture
Published On

ନୂଆଦିଲ୍ଲୀ: ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ଅସୁସ୍ଥ । ହୃଦଘାତ କାରଣରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି ରାଜୁ ଶ୍ରୀବାସ୍ତବଙ୍କ ପିଆର। ସୂଚନା ଅନୁସାରେ ରାଜୁ ଜିମରେ ଓ୍ୱାର୍କଆଉଟ କରୁଥିବାବେଳେ ତାଙ୍କର ହୃଦଘାତ ହୋଇଥିଲା । ଯାହାଫଳରେ ତାଙ୍କୁ ତୁରନ୍ତ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଛନ୍ତି ରାଜୁ ଶ୍ରୀବାସ୍ତବଙ୍କ ପିଆର । ସୂଚନା ଅନୁଯାୟୀ, ରାଜୁ ଶ୍ରୀବାସ୍ତବ ଜଣେ […]

ନୂଆଦିଲ୍ଲୀ: ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ଅସୁସ୍ଥ । ହୃଦଘାତ କାରଣରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି ରାଜୁ ଶ୍ରୀବାସ୍ତବଙ୍କ ପିଆର। ସୂଚନା ଅନୁସାରେ ରାଜୁ ଜିମରେ ଓ୍ୱାର୍କଆଉଟ କରୁଥିବାବେଳେ ତାଙ୍କର ହୃଦଘାତ ହୋଇଥିଲା । ଯାହାଫଳରେ ତାଙ୍କୁ ତୁରନ୍ତ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଛନ୍ତି ରାଜୁ ଶ୍ରୀବାସ୍ତବଙ୍କ ପିଆର ।

ଆହୁରି ପଢ଼ନ୍ତୁ: ଛତିଶଗଡ଼ରେ ବିମାନ ଦୁର୍ଘଟଣା: ପାହାଡ଼ ସହ ପିଟିହେଲା ଘରୋଇ ବିମାନ, ପାଇଲଟ୍ ଓ କୋ-ପାଇଲଟଙ୍କ ମୃତ୍ୟୁ ଆଶଙ୍କା

ସୂଚନା ଅନୁଯାୟୀ, ରାଜୁ ଶ୍ରୀବାସ୍ତବ ଜଣେ ଜଣାଶୁଣା ହାସ୍ୟ ଅଭିନେତା । ସେ ଅନେକ ଚଳଚ୍ଚିତ୍ର ସହ ଟିଭି ସିରିୟଲରେ ମଧ୍ୟ କାର୍ଯ୍ୟ କରିଛନ୍ତି ।  ଏହା ସହ ରାଜୁ ବିଗ୍ ବସ୍-୩, ନଚ ବଲିଏ ୬ ଭଳି ରିଏଲିଟି ଶୋରେ ଭାଗ ନେଇ ବେଶ୍ ପ୍ରଶଂସା ସାଉଣ୍ଟିଛନ୍ତି ।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO

10 Aug 2022 By The Sakala

ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ: ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ଅସୁସ୍ଥ । ହୃଦଘାତ କାରଣରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି ରାଜୁ ଶ୍ରୀବାସ୍ତବଙ୍କ ପିଆର। ସୂଚନା ଅନୁସାରେ ରାଜୁ ଜିମରେ ଓ୍ୱାର୍କଆଉଟ କରୁଥିବାବେଳେ ତାଙ୍କର ହୃଦଘାତ ହୋଇଥିଲା । ଯାହାଫଳରେ ତାଙ୍କୁ ତୁରନ୍ତ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା କହିଛନ୍ତି ରାଜୁ ଶ୍ରୀବାସ୍ତବଙ୍କ ପିଆର ।

ସୂଚନା ଅନୁଯାୟୀ, ରାଜୁ ଶ୍ରୀବାସ୍ତବ ଜଣେ ଜଣାଶୁଣା ହାସ୍ୟ ଅଭିନେତା । ସେ ଅନେକ ଚଳଚ୍ଚିତ୍ର ସହ ଟିଭି ସିରିୟଲରେ ମଧ୍ୟ କାର୍ଯ୍ୟ କରିଛନ୍ତି ।  ଏହା ସହ ରାଜୁ ବିଗ୍ ବସ୍-୩, ନଚ ବଲିଏ ୬ ଭଳି ରିଏଲିଟି ଶୋରେ ଭାଗ ନେଇ ବେଶ୍ ପ୍ରଶଂସା ସାଉଣ୍ଟିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର