ନୂଆବର୍ଷ ଆରମ୍ଭରୁ ଖାଉଟିଙ୍କୁ ମହଙ୍ଗା ମାଡ଼, ବଢ଼ିଲା କମର୍ସିଆଲ୍ LPG ସିଲିଣ୍ଡର ଦାମ୍

Madhusudan Das Picture
Published On

ନୂଆଦିଲ୍ଲୀ: ନୂଆବର୍ଷ ଆରମ୍ଭରୁ ଖାଉଟିଙ୍କୁ ମହଙ୍ଗା ମାଡ଼ । ୧୧୧ ଟଙ୍କା ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦର । ନୂଆଦିଲ୍ଲୀରେ ୧୯ କେଜିର କମର୍ସିଆଲ ସିଲିଣ୍ଡର ଦର ୧୫୮୦.୫୦ ଟଙ୍କାରୁ ୧୬୯୧.୫୦ଟଙ୍କାକୁ ବୃଦ୍ଧି ପାଇଛି ।  ସେହିଭଳି କୋଲକାତାରେ ଏହାର ମୂଲ୍ୟ ୧୬୮୪ ଟଙ୍କାରୁ ବୃଦ୍ଧି ପାଇ ଏବେ ୧୭୯୫ ଟଙ୍କା ହୋଇଛି । ଏହା ବ୍ୟତୀତ ମୁମ୍ବାଇରେ ୧୫୩୧.୫୦ ଟଙ୍କାରେ ମିଳୁଥିବା LPG ସିଲିଣ୍ଡର ଏବେ ୧୬୪୨.୫୦ ଟଙ୍କା ହୋଇଯାଇଛି ଏବଂ ଚେନ୍ନାଇରେ ଏହାର ମୂଲ୍ୟ ୧୭୩୯.୫୦ ଟଙ୍କା ବଦଳରେ ବୃଦ୍ଧି ପାଇ ୧୮୪୯.୫୦ ଟଙ୍କା କରାଯାଇଛି । ତେବେ ଘରୋଇ LPG ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି । 

ଆହୁରି ପଢ଼ନ୍ତୁ: ଅତିରିକ୍ତ ସୁରକ୍ଷା ଜମା ପ୍ରସଙ୍ଗରେ ଟାଟା ପାୱାରକୁ ହାଇକୋର୍ଟଙ୍କ ନୋଟିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp