ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୩୮ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୦ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭୧ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୭୭୫୦ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି। […]

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭୧ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୭୭୫୦ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଯୁଦ୍ଧର ନିଆଁ: ବ୍ୟାରେଲ ପିଛା ୧୦୦ ଡଲାର ଟପିଲା ଅଶୋଧିତ ତୈଳ ଦର, ଖସିଲା ଟଙ୍କାର ମୂଲ୍ୟ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ୧ ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୦ଜଣ, କୋରାପୁଟ ଜିଲ୍ଲାରୁ  ଜଣ, ମାଲକାନାଗିରି ଜିଲ୍ଲାରୁ ୩ , ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ ,ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ  , ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ 57ଜଣ ରହିଛନ୍ତି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

31 Aug 2021 By The Sakala

ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୩୮ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୦ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୭୧ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୭୭୫୦ କୁ ବୃଦ୍ଧି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ୧ ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୦ଜଣ, କୋରାପୁଟ ଜିଲ୍ଲାରୁ  ଜଣ, ମାଲକାନାଗିରି ଜିଲ୍ଲାରୁ ୩ , ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ ,ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ  , ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ 57ଜଣ ରହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର