ବଢିଲା ଆୟକର ରିଟର୍ଣ୍ଣ ଦାଖଲର ଅବଧି : 31 ଜୁଲାଇ ନୁହେଁ, ଏହି ତାରିଖ ପର୍ଯ୍ୟନ୍ତ କରିପାରିବେ ITR ଫାଇଲ….
ନୂଆଦିଲ୍ଲୀ : ଆୟକର ଦାଖଲ କରୁଥିବା ଲୋକଙ୍କ ପାଇଁ ବଡ଼ ଖବର। ଆୟକର ବିଭାଗ ପକ୍ଷରୁ ଆୟକରଦାତାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟର୍ଣ୍ଣ (ITR) ଦାଖଲ କରିବାର ଶେଷ ତାରିଖକୁ ବୃଦ୍ଧି କରାଯାଇଛି। ଆଇଟିଆର୍ ଦାଖଲ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୫ ରୁ ୧୫ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (CBDT) ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା କରଦାତାଙ୍କ […]
ନୂଆଦିଲ୍ଲୀ : ଆୟକର ଦାଖଲ କରୁଥିବା ଲୋକଙ୍କ ପାଇଁ ବଡ଼ ଖବର। ଆୟକର ବିଭାଗ ପକ୍ଷରୁ ଆୟକରଦାତାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଆୟକର ରିଟର୍ଣ୍ଣ (ITR) ଦାଖଲ କରିବାର ଶେଷ ତାରିଖକୁ ବୃଦ୍ଧି କରାଯାଇଛି। ଆଇଟିଆର୍ ଦାଖଲ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୫ ରୁ ୧୫ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅଁଳା ନବମୀ: ସାକ୍ଷୀଗୋପାଳ ମନ୍ଦିରରେ ମା’ ରାଧାରାଣୀଙ୍କ ପାଦ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଆହୁରି ପଢ଼ନ୍ତୁ: ରାଜ୍ୟର ଏହି ୩ ଜିଲ୍ଲାରେ ସୁନା ଖଣିର ସନ୍ଧାନ... ବିଧାନସଭାରେ ତଥ୍ୟ ରଖିଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା
କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (CBDT) ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା କରଦାତାଙ୍କ ପାଇଁ ଆଶ୍ୱସ୍ତି ଖବର ହୋଇଛି। ଏହା ଅନୁସାରେ, ଏବେ କରଦାତାମାନେ ୩୧ ଜୁଲାଇ ୨୦୨୫ ପରିବର୍ତ୍ତେ ୧୫ ସେପ୍ଟେମ୍ବର ୨୦୨୫ ସୁଦ୍ଧା ସେମାନଙ୍କର ଆଇଟିଆର୍ ଦାଖଲ କରିପାରିବେ।






