ନିର୍ବାଚନ ଡ୍ୟୁଟିରେ ଥିବା BLOଙ୍କ ଆକସ୍ମିକ ମୃତ୍ୟୁ

The Sakala Picture
Published On

ଯାଜପୁର: ନିର୍ବାଚନ ଡ୍ୟୁଟିରେ ଥିବା BLOଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବିଞ୍ଝାରପୁର ଓଳେଇଚନ୍ଦନପୁର ୧୫୭ନଂ ବୁଥ୍‌ରେ ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ମୃତ BLO ଙ୍କ ନାଁ ମନୋରଞ୍ଜନ ସାହୁ । ସେ ବୁଥ୍‌ରେ ହଠାତ ଅସୁସ୍ଥ ପରେ ଅଚେତ ହୋଇ ପଡ଼ିଥିଲେ । ତାଙ୍କୁ ସଙ୍ଗେସଙ୍ଗେ ଉଦ୍ଧାର କରାଯାଇ ବିଞ୍ଝାରପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ମନୋରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କୁ ଲାଗି ହେବ ଦଶମୂଳ ମୋଦକ, ଜ୍ୱରରୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ଚତୁର୍ଦ୍ଧାମୂର୍ତ୍ତି

01 Jun 2024 By The Sakala

ନିର୍ବାଚନ ଡ୍ୟୁଟିରେ ଥିବା BLOଙ୍କ ଆକସ୍ମିକ ମୃତ୍ୟୁ

ଯାଜପୁର: ନିର୍ବାଚନ ଡ୍ୟୁଟିରେ ଥିବା BLOଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବିଞ୍ଝାରପୁର ଓଳେଇଚନ୍ଦନପୁର ୧୫୭ନଂ ବୁଥ୍‌ରେ ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ମୃତ BLO ଙ୍କ ନାଁ ମନୋରଞ୍ଜନ ସାହୁ । ସେ ବୁଥ୍‌ରେ ହଠାତ ଅସୁସ୍ଥ ପରେ ଅଚେତ ହୋଇ ପଡ଼ିଥିଲେ । ତାଙ୍କୁ ସଙ୍ଗେସଙ୍ଗେ ଉଦ୍ଧାର କରାଯାଇ ବିଞ୍ଝାରପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ମନୋରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର