ଯାଜପୁର: ନିର୍ବାଚନ ଡ୍ୟୁଟିରେ ଥିବା BLOଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବିଞ୍ଝାରପୁର ଓଳେଇଚନ୍ଦନପୁର ୧୫୭ନଂ ବୁଥ୍ରେ ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ମୃତ BLO ଙ୍କ ନାଁ ମନୋରଞ୍ଜନ ସାହୁ । ସେ ବୁଥ୍ରେ ହଠାତ ଅସୁସ୍ଥ ପରେ ଅଚେତ ହୋଇ ପଡ଼ିଥିଲେ । ତାଙ୍କୁ ସଙ୍ଗେସଙ୍ଗେ ଉଦ୍ଧାର କରାଯାଇ ବିଞ୍ଝାରପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ମନୋରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ।
ନିର୍ବାଚନ ଡ୍ୟୁଟିରେ ଥିବା BLOଙ୍କ ଆକସ୍ମିକ ମୃତ୍ୟୁ