ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର 25 ସରକାରୀ ଛୁଟି ଘୋଷଣା

The Sakala Picture
Published On

ଭୁବନେଶ୍ୱର : ଆସନ୍ତା 25ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ 25ତାରିଖ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ବନ୍ଦ ରହିବ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

22 Oct 2022 By The Sakala

ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର 25 ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର : ଆସନ୍ତା 25ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ 25ତାରିଖ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ବନ୍ଦ ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର