ଗୁରୁଦ୍ୱାର ସାମ୍ନାରେ ଚାଷୀନେତା ରାକେଶ ଟିକାୟତ ଓ ତାଙ୍କ ସମର୍ଥକଙ୍କୁ ଆକ୍ରମଣ ଉଦ୍ୟମ

The Sakala Picture
Published On

କଟକ: ଯାଜପୁର ଚଣ୍ଡିଖୋଲ କୃଷକ ମହାପଞ୍ଚାୟତରୁ ଫେରିବା ବେଳେ ରାକେଶ ଟିକାୟତଙ୍କୁ ଆକ୍ରମଣ ଉଦ୍ୟମ ହୋଇଛି । କଟକ ଗୁରୁଦ୍ୱାର ସମ୍ମୁଖରେ ଟିକାୟତ ଓ ତାଙ୍କ ସମର୍ଥକ ଉପରେ ଆକ୍ରମଣ ଉଦ୍ୟମ କରିଛି ଦେବ ସେନା କର୍ମୀ । ଫଳରେ ଗୁରୁଦ୍ୱାର ସମ୍ମୁଖରେ ପ୍ରାୟ ଅଧ ଘଣ୍ଟା ଧରି ଆତଙ୍କ ଲାଗି ରହିଥିଲା । ରାକେଶ ଟିକାୟତ ଗୁରୁଦ୍ୱାରରୁ ଦର୍ଶନ କରି ଫେରିବା ବେଳେ ଦେବ ସେନା କର୍ମୀ ବିରୋଧ କରିଥିଲେ । ଦେବ ସେନା କର୍ମୀ […]

କଟକ: ଯାଜପୁର ଚଣ୍ଡିଖୋଲ କୃଷକ ମହାପଞ୍ଚାୟତରୁ ଫେରିବା ବେଳେ ରାକେଶ ଟିକାୟତଙ୍କୁ ଆକ୍ରମଣ ଉଦ୍ୟମ ହୋଇଛି । କଟକ ଗୁରୁଦ୍ୱାର ସମ୍ମୁଖରେ ଟିକାୟତ ଓ ତାଙ୍କ ସମର୍ଥକ ଉପରେ ଆକ୍ରମଣ ଉଦ୍ୟମ କରିଛି ଦେବ ସେନା କର୍ମୀ । ଫଳରେ ଗୁରୁଦ୍ୱାର ସମ୍ମୁଖରେ ପ୍ରାୟ ଅଧ ଘଣ୍ଟା ଧରି ଆତଙ୍କ ଲାଗି ରହିଥିଲା । ରାକେଶ ଟିକାୟତ ଗୁରୁଦ୍ୱାରରୁ ଦର୍ଶନ କରି ଫେରିବା ବେଳେ ଦେବ ସେନା କର୍ମୀ ବିରୋଧ କରିଥିଲେ । ଦେବ ସେନା କର୍ମୀ ଗାଡ଼ି ଟିକାୟତଙ୍କ ଗାଡ଼ି ଉପରକୁ ପଥର ଫୋପାଡ଼ି ଥିବା ଅଭିଯୋଗ ହୋଇଛି । ଟିକାୟତଙ୍କ ପୋଷ୍ଟର ଚିରାକୁ ନେଇ ଏଭଳି ଅପ୍ରୀତିକର ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଖବରା ପାଇ ମାଲଗୋଦାମ ଥାନା ପୁଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିବା ବେଳେ ଦେବ ସେନା କର୍ମୀ ଅଭିନାଶ ମହାନ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ ।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

19 Mar 2021 By The Sakala

ଗୁରୁଦ୍ୱାର ସାମ୍ନାରେ ଚାଷୀନେତା ରାକେଶ ଟିକାୟତ ଓ ତାଙ୍କ ସମର୍ଥକଙ୍କୁ ଆକ୍ରମଣ ଉଦ୍ୟମ

କଟକ: ଯାଜପୁର ଚଣ୍ଡିଖୋଲ କୃଷକ ମହାପଞ୍ଚାୟତରୁ ଫେରିବା ବେଳେ ରାକେଶ ଟିକାୟତଙ୍କୁ ଆକ୍ରମଣ ଉଦ୍ୟମ ହୋଇଛି । କଟକ ଗୁରୁଦ୍ୱାର ସମ୍ମୁଖରେ ଟିକାୟତ ଓ ତାଙ୍କ ସମର୍ଥକ ଉପରେ ଆକ୍ରମଣ ଉଦ୍ୟମ କରିଛି ଦେବ ସେନା କର୍ମୀ । ଫଳରେ ଗୁରୁଦ୍ୱାର ସମ୍ମୁଖରେ ପ୍ରାୟ ଅଧ ଘଣ୍ଟା ଧରି ଆତଙ୍କ ଲାଗି ରହିଥିଲା । ରାକେଶ ଟିକାୟତ ଗୁରୁଦ୍ୱାରରୁ ଦର୍ଶନ କରି ଫେରିବା ବେଳେ ଦେବ ସେନା କର୍ମୀ ବିରୋଧ କରିଥିଲେ । ଦେବ ସେନା କର୍ମୀ ଗାଡ଼ି ଟିକାୟତଙ୍କ ଗାଡ଼ି ଉପରକୁ ପଥର ଫୋପାଡ଼ି ଥିବା ଅଭିଯୋଗ ହୋଇଛି । ଟିକାୟତଙ୍କ ପୋଷ୍ଟର ଚିରାକୁ ନେଇ ଏଭଳି ଅପ୍ରୀତିକର ପରିସ୍ଥିତି ଉପୁଜିଥିବା ଜଣାପଡ଼ିଛି। ଖବରା ପାଇ ମାଲଗୋଦାମ ଥାନା ପୁଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିବା ବେଳେ ଦେବ ସେନା କର୍ମୀ ଅଭିନାଶ ମହାନ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର