୭ ଜିଲ୍ଲାରେ ୧୨ ନୂଆ NAC, ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ୧୨ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ପାଇଁ ପ୍ରକାଶ ପାଇଛି ଡ୍ରାଫ୍ଟ ନୋଟିସ୍‌। ଆଜି ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ପାଲଲହଡ଼ା, ବୀରମହାରାଜପୁର, ବାଙ୍ଗିରିପୋଷି, ବସ୍ତା, ବେତନଟୀ,ସିମୁଳିଆ, ଚିତ୍ରଡ଼ା, ବିଷମକଟକ, ବାମରା, ରେଙ୍ଗାଲି, ତିହିଡ଼ି ଓ ଧୂଷୁରୀ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ହେବ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ଆହୁରି ପଢ଼ନ୍ତୁ: ଗ୍ୟାସ ଅଭାବକୁ ନେଇ ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଙ୍ଗାମା, ବାରମ୍ବାର ଗୃହ ମୁଲତବି

16 Aug 2025 By The Sakala

୭ ଜିଲ୍ଲାରେ ୧୨ ନୂଆ NAC, ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ରାଜ୍ୟରେ ୧୨ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ପାଇଁ ପ୍ରକାଶ ପାଇଛି ଡ୍ରାଫ୍ଟ ନୋଟିସ୍‌। ଆଜି ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ପାଲଲହଡ଼ା, ବୀରମହାରାଜପୁର, ବାଙ୍ଗିରିପୋଷି, ବସ୍ତା, ବେତନଟୀ,ସିମୁଳିଆ, ଚିତ୍ରଡ଼ା, ବିଷମକଟକ, ବାମରା, ରେଙ୍ଗାଲି, ତିହିଡ଼ି ଓ ଧୂଷୁରୀ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର