ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼, ଜଣେ ଅଟକ

The Sakala Picture
Published On

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ବଢ଼େଇ କେରା ଗ୍ରାମରେ ଆଜି ବୋମା ମାଡ଼ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ ହୋଇଥିବା ଜଣାପଡ଼ିଛି। ତିନଟି ବୋମା ମାଡ଼ ହୋଇଥିବା ବେଳେ ଦୁଇଟି ଅଫୁଟା ବୋମା ଜବତ କରିଛି ପୁଲିସ। ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖିଛି ପୁଲିସ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର