ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌

Madhusudan Das Picture
Published On

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ । ଏକ ଘରୋଇ କାର୍ଯ୍ୟକ୍ରମରେ ଭୁବନେଶ୍ବର ଆସିଥିବି ପୂର୍ବତନ ରାଜ୍ୟପାଳ ଗଣେଶୀ ଲାଲ ନବୀନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉଭୟଙ୍କ ଭିତରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ନବୀନ ପଟ୍ଟନାୟକ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିବା ସମୟରେ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ଯ୍ୟ କରି ଅବସର ନେଇଛନ୍ତି ଗଣେଶୀ ଲାଲ। ୨୦୧୮ ମେ ୨୯ରୁ ୨୦୨୩ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଓଡିଶାର ରାଜ୍ୟପାଳ ଥିଲେ ପ୍ରଫେସର ଗଣେଶୀ ଲାଲ ।

ଆହୁରି ପଢ଼ନ୍ତୁ: ସମାଧାନ ନା ପିକନିକ୍! ମହାନଦୀ ଟ୍ରିବ୍ୟୁନାଲ ଟିମ୍‌ର ଓଡ଼ିଶା ଗସ୍ତକୁ ନେଇ ତେଜିଲା ବିରୋଧ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp