ଆଜି ଗାନ୍ଧୀ ଜୟନ୍ତୀ

The Sakala Picture
Published On

ନୂଆଦିଲ୍ଲୀ: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରାକରଙ୍କୁ ତଡ଼ି ସ୍ୱାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ […]

ନୂଆଦିଲ୍ଲୀ: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରାକରଙ୍କୁ ତଡ଼ି ସ୍ୱାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ।

ଆହୁରି ପଢ଼ନ୍ତୁ: ଏସିଆନ୍‌ ଗେମ୍ସ ୨୦୨୬: ଇରାନକୁ ହରାଇ କବାଡିରେ ସ୍ୱର୍ଣ୍ଣ ଜିତିଲା ଭାରତୀୟ ମହିଳା ଦଳ

ତାଙ୍କ ନେତୃତ୍ୱରେ ହିଁ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା। ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଆଜିର ଦିନରେ ଅକ୍ଟୋବର ୨ତାରିଖ ୧୯୦୪ ମସିହାରେ ଜନ୍ମଗ୍ରହଣ କରିଥିଲେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧଲଢ଼ି ନିଜର ପରାକ୍ରମ ଦେଖାଇପାରିଥିଲା ଭାରତ । ଏହି ଦୁଇ ମହାପୁରୁଷଙ୍କୁ ଜନ୍ମ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ।

ଆହୁରି ପଢ଼ନ୍ତୁ: MMDR ଆଇନ ସଂଶୋଧନ ବିରୋଧରେ ବିଜେଡିର ରଣହୁଙ୍କାର: ବିଧାନସଭା ସମ୍ମୁଖରେ ବିଶାଳ ଗଣବିକ୍ଷୋଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର