ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

The Sakala Picture
Published On

ଆଠଗଡ଼: ଆଜି ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ହରିହର ଭେଟ କରିବା ପରେ ତ୍ରୟୋଦଶୀ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି ବାବାଙ୍କ ଅତି ପ୍ରିୟ ଭୋଗ ଗଜଭୋଗ ଓ ତରଣ। କଳା ବଳଦକୁ ଧଳା କରିଥିବା ବାବା ଧବଳେଶ୍ଵରଙ୍କ ଅତି ପ୍ରିୟ ପର୍ବ ବଡ଼ଓଷା ପର୍ବର ମୁଖ୍ୟ ଆକର୍ଷଣ ଗଜଭୋଗ ଓ ତରଣ ପାଇ ଭକ୍ତ ଓ ଶ୍ରଦ୍ଧାଳୁମାନେ ବେଶ୍ ଆନନ୍ଦିତ। […]

ଆଠଗଡ଼: ଆଜି ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ହରିହର ଭେଟ କରିବା ପରେ ତ୍ରୟୋଦଶୀ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି ବାବାଙ୍କ ଅତି ପ୍ରିୟ ଭୋଗ ଗଜଭୋଗ ଓ ତରଣ। କଳା ବଳଦକୁ ଧଳା କରିଥିବା ବାବା ଧବଳେଶ୍ଵରଙ୍କ ଅତି ପ୍ରିୟ ପର୍ବ ବଡ଼ଓଷା ପର୍ବର ମୁଖ୍ୟ ଆକର୍ଷଣ ଗଜଭୋଗ ଓ ତରଣ ପାଇ ଭକ୍ତ ଓ ଶ୍ରଦ୍ଧାଳୁମାନେ ବେଶ୍ ଆନନ୍ଦିତ। ଗଜଭୋଗ ପାଇ ବ୍ରତ ଉଦଯାପନ କରିବେ ବ୍ରତଧାରି । ପବିତ୍ର କାର୍ତ୍ତିକ ମାସର ବକ ପଞ୍ଚକର ଶେଷ ପର୍ବରେ ପ୍ରସିଦ୍ଧ ଗଜଭୋଗ ପାଇବା ପରେ ବ୍ରତଧାରି ମାନଙ୍କ ମଧ୍ୟରେ ଆନନ୍ଦ କହିଲେ ନସରେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

14 Nov 2024 By The Sakala

ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଆଠଗଡ଼: ଆଜି ହରିହର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ହରିହର ଭେଟ କରିବା ପରେ ତ୍ରୟୋଦଶୀ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ୱରଙ୍କ ପାଖରେ ଲାଗି ହୋଇଛି ବାବାଙ୍କ ଅତି ପ୍ରିୟ ଭୋଗ ଗଜଭୋଗ ଓ ତରଣ। କଳା ବଳଦକୁ ଧଳା କରିଥିବା ବାବା ଧବଳେଶ୍ଵରଙ୍କ ଅତି ପ୍ରିୟ ପର୍ବ ବଡ଼ଓଷା ପର୍ବର ମୁଖ୍ୟ ଆକର୍ଷଣ ଗଜଭୋଗ ଓ ତରଣ ପାଇ ଭକ୍ତ ଓ ଶ୍ରଦ୍ଧାଳୁମାନେ ବେଶ୍ ଆନନ୍ଦିତ। ଗଜଭୋଗ ପାଇ ବ୍ରତ ଉଦଯାପନ କରିବେ ବ୍ରତଧାରି । ପବିତ୍ର କାର୍ତ୍ତିକ ମାସର ବକ ପଞ୍ଚକର ଶେଷ ପର୍ବରେ ପ୍ରସିଦ୍ଧ ଗଜଭୋଗ ପାଇବା ପରେ ବ୍ରତଧାରି ମାନଙ୍କ ମଧ୍ୟରେ ଆନନ୍ଦ କହିଲେ ନସରେ।

https://www.thesakala.in/big-news/heavy-crowd-at-baba-dhableswars-peetha-in-athagarh/article-36560
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର