ରାଜଧାନୀ ବାସୀଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି: ରଦ୍ଦ ହେଲା ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି

The Sakala Picture
Published On

କଟକ : ରାଜଧାନୀରେ ଘର ମାଲିକଙ୍କୁ ଆଶ୍ୱସ୍ତି । ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ । ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା ଭୁବନେଶ୍ୱର ମହାନଗର ନିଗମକୁ ଏହାପରେ ହାଇକୋର୍ଟରୁ ଶକ୍ତ ଧକ୍କା ଲାଗିଛି । ବର୍ଦ୍ଧିତ ଦରରେ ବିଏମସି ହୋଲଡିଂ ଟିକସ ଆଦାୟ କରି ପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲିଧର ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ […]

କଟକ : ରାଜଧାନୀରେ ଘର ମାଲିକଙ୍କୁ ଆଶ୍ୱସ୍ତି । ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ । ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା ଭୁବନେଶ୍ୱର ମହାନଗର ନିଗମକୁ ଏହାପରେ ହାଇକୋର୍ଟରୁ ଶକ୍ତ ଧକ୍କା ଲାଗିଛି । ବର୍ଦ୍ଧିତ ଦରରେ ବିଏମସି ହୋଲଡିଂ ଟିକସ ଆଦାୟ କରି ପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲିଧର ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜିଠୁ ଶ୍ରୀକ୍ଷେତ୍ରରେ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ, ଅପେକ୍ଷାରେ ନନ୍ଦା ଓ ଭଦ୍ରା

ହୋଲଡିଂ ଟିକସ ପ୍ରସଙ୍ଗରେ ୨୦୨୧ ଏପ୍ରିଲ ୨୨ତାରିଖରେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ବିଏମସି ସୁପ୍ରିମକୋର୍ଟରେ ଦାୟର କରିଥିବା ଏସଏଲପି ଗତ ନଭେମ୍ବର ମାସରେ ଖାରଜ ହୋଇଯାଇଥିଲା । ପୁର୍ବରୁ ବିଏମସି ଅନେକ ଲୋକଙ୍କ ଠାରୁ ବର୍ଦ୍ଧିତ ଦରରେ ହୋଲଡିଂ ଟିକସ ଆଦାୟ କରିଥିଲା । ହାଇକୋର୍ଟଙ୍କ ନିର୍ଦେଶ ପରେ ଭୁବନେଶ୍ବର ବାସିନ୍ଦା ହୋଲଡିଂ ଟିକସର ଅତିରିକ୍ତ ବୋଝରୁ ଆଶ୍ବସ୍ତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

09 Feb 2023 By The Sakala

ରାଜଧାନୀ ବାସୀଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି: ରଦ୍ଦ ହେଲା ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି

କଟକ : ରାଜଧାନୀରେ ଘର ମାଲିକଙ୍କୁ ଆଶ୍ୱସ୍ତି । ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ । ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା ଭୁବନେଶ୍ୱର ମହାନଗର ନିଗମକୁ ଏହାପରେ ହାଇକୋର୍ଟରୁ ଶକ୍ତ ଧକ୍କା ଲାଗିଛି । ବର୍ଦ୍ଧିତ ଦରରେ ବିଏମସି ହୋଲଡିଂ ଟିକସ ଆଦାୟ କରି ପାରିବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲିଧର ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି ।

ହୋଲଡିଂ ଟିକସ ପ୍ରସଙ୍ଗରେ ୨୦୨୧ ଏପ୍ରିଲ ୨୨ତାରିଖରେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ବିଏମସି ସୁପ୍ରିମକୋର୍ଟରେ ଦାୟର କରିଥିବା ଏସଏଲପି ଗତ ନଭେମ୍ବର ମାସରେ ଖାରଜ ହୋଇଯାଇଥିଲା । ପୁର୍ବରୁ ବିଏମସି ଅନେକ ଲୋକଙ୍କ ଠାରୁ ବର୍ଦ୍ଧିତ ଦରରେ ହୋଲଡିଂ ଟିକସ ଆଦାୟ କରିଥିଲା । ହାଇକୋର୍ଟଙ୍କ ନିର୍ଦେଶ ପରେ ଭୁବନେଶ୍ବର ବାସିନ୍ଦା ହୋଲଡିଂ ଟିକସର ଅତିରିକ୍ତ ବୋଝରୁ ଆଶ୍ବସ୍ତ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର