କାରକୁ ଧକ୍କା ଦେଇ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା

Madhusudan Das Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଭୟଙ୍କର ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଇ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା । ରେଡ୍ ସିଗନାଲ ଥିବାରୁ ପାୱାରହାଉସ ଛକ ଟ୍ରାଫିକ ପୋଷ୍ଟରେ ଛିଡ଼ା ହୋଇଥିବା କାରକୁ ଧକ୍କା ଦେବା ପରେ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା । ଦୁର୍ଘଟଣାରେ କାରଟି ଭାଙ୍ଗିରୁଜି ଯାଇଛି, ତେବେ ସୌଭାଗ୍ୟବଶତଃ କାର ମାଲିକ ତଥା ଚାଳକଙ୍କ କୌଣସି କ୍ଷତି ହୋଇନି ।  ସେପଟେ ରାତିସାରା ଅନିଦ୍ରା ହୋଇ ଗାଡି ଚଳାଉଥିବାରୁ ଜାଣିପାରିନଥିବା କହିଛନ୍ତି ହାଇୱା ଡ୍ରାଇଭର ।  ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିବା ସହ ହାଇୱା ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ୍ ୧ରୁ ବଦଳିବ ଏଟିଏମ୍ ଟଙ୍କା ଉଠାଣ ନିୟମ: ୟୁପିଆଇ ଓ ଡେବିଟ୍ କାର୍ଡ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର

20 Dec 2025 By Madhusudan Das

କାରକୁ ଧକ୍କା ଦେଇ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଭୟଙ୍କର ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଇ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା । ରେଡ୍ ସିଗନାଲ ଥିବାରୁ ପାୱାରହାଉସ ଛକ ଟ୍ରାଫିକ ପୋଷ୍ଟରେ ଛିଡ଼ା ହୋଇଥିବା କାରକୁ ଧକ୍କା ଦେବା ପରେ ୨୦ମିଟର ଯାଏ ଘୋଷାଡ଼ି ନେଲା ହାଇୱା । ଦୁର୍ଘଟଣାରେ କାରଟି ଭାଙ୍ଗିରୁଜି ଯାଇଛି, ତେବେ ସୌଭାଗ୍ୟବଶତଃ କାର ମାଲିକ ତଥା ଚାଳକଙ୍କ କୌଣସି କ୍ଷତି ହୋଇନି ।  ସେପଟେ ରାତିସାରା ଅନିଦ୍ରା ହୋଇ ଗାଡି ଚଳାଉଥିବାରୁ ଜାଣିପାରିନଥିବା କହିଛନ୍ତି ହାଇୱା ଡ୍ରାଇଭର ।  ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିବା ସହ ହାଇୱା ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର