Cyclone Montha Live Updates: ରାଜ୍ୟରେ ବାତ୍ୟା 'ମୋନ୍ଥା' ପ୍ରଭାବ; ବର୍ଷା-ପବନ ପାଇଁ ବିଭିନ୍ନ ଜିଲ୍ଲାକୁ ରେଡ୍‌, ଅରେଞ୍ଜ୍‌ ଓ ୟେଲୋ ଆଲର୍ଟ...

Deviprasad Mohanty Picture
Published On

for various districts due to rain and strong winds.

ଭୁବନେଶ୍ବର: ବାତ୍ୟା ମୋନ୍ଥାର ପ୍ରକୋପରେ ରାଜ୍ୟରେ ତୁହା କୁ ତୁହା ବର୍ଷା ଲାଗି ରହିଛି। ଆଜି ପାଇଁ ୫ ଜିଲ୍ଲାକୁ ରେଡ୍‌ ଓ ୪ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତିକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଅବଶିଷ୍ଟ ୨୧ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ନଭେମ୍ବରରେ ବଢ଼ିବ ପେଟ୍ରୋଲ, ଡିଜେଲ ଓ ମୋବାଇଲ ଟାରିଫ୍; ଆହୁରି ମହଙ୍ଗା ହେବ ଡାଲି, ଅଟା ଓ ଖାଇବା ତେଲ

G4VNNQlXMAADy77

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

ସେହିପରି, ପବନ ପାଇଁ ୬ ଜିଲ୍ଲାକୁ ରେଡ ଓ ୫ ଜିଲ୍ଲାକୁ ଅରେଞ୍ଜ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

G4VOWJXWkAAcBSS

 

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର