ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୦୨୯ କୋଭିଡ ପଜିଟିଭ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ପୁଣି ହଜାର ଟପିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୧୪୫ ଜଣ ବୃଦ୍ଧି […]

ଭୁବନେଶ୍ୱର : ରାଜ୍ୟରେ ପୁଣି ହଜାର ଟପିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୧୪୫ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୧୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬୦୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୭୩୪୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୪୩୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

31 Jul 2022 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୦୨୯ କୋଭିଡ ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ପୁଣି ହଜାର ଟପିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୧୪୫ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୧୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬୦୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୭୩୪୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୪୩୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

https://www.thesakala.in/big-news/in-the-last-24-hours-1029-covid-positive-cases-came-out-in-the-state/article-13743
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର