ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯ କୋଭିଡ୍ ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୯୪ କୁ ବୃଦ୍ଧି ପାଇଛି […]

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୯୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

20 Oct 2022 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୬୯୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର