ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ କରୋନା ପଜିଟିଭ ଚିହ୍ନଟ

The Sakala Picture
Published On

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି […]

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

23 Jun 2022 By The Sakala

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର