ବନ୍ୟାସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥଗିତ ରହିଲା ASO ପରୀକ୍ଷା

The Sakala Picture
Published On

ଭୁବନେଶ୍ୱର : ସ୍ଥଗିତ ରହିଲା ASO ପରୀକ୍ଷା । ବନ୍ୟାସ୍ଥିତିକୁ ଦୃଷ୍ଟିରେ ରଖି ୨୧ ତାରିଖରେ ହେବାକୁ ଥିବା ASO ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଏନେଇ ଆଜି ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଉପୁଜିଥିବା ଜଟିଳ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ୨୧ ତାରିଖରେ ହେବାକୁ ଥିବା ASO ଲିଖିତ ପରୀକ୍ଷାକୁ ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା । ପରୀକ୍ଷାର ପରିବର୍ତ୍ତିତ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯିବ […]

ଭୁବନେଶ୍ୱର : ସ୍ଥଗିତ ରହିଲା ASO ପରୀକ୍ଷା । ବନ୍ୟାସ୍ଥିତିକୁ ଦୃଷ୍ଟିରେ ରଖି ୨୧ ତାରିଖରେ ହେବାକୁ ଥିବା ASO ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଏନେଇ ଆଜି ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଉପୁଜିଥିବା ଜଟିଳ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ୨୧ ତାରିଖରେ ହେବାକୁ ଥିବା ASO ଲିଖିତ ପରୀକ୍ଷାକୁ ଅନ୍ୟାଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖାଗଲା । ପରୀକ୍ଷାର ପରିବର୍ତ୍ତିତ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ଜଣାଇ ଦିଆଯିବ ବୋଲି ଓଡ଼ିଶା ଲୋକସେବା ଆୟୋଗ ଆଜି ଏକ ବିଜ୍ଞପ୍ତି ଜରିଆରେ ଜଣାଇଛି ।

ଆହୁରି ପଢ଼ନ୍ତୁ: ଆସନ୍ତା ୨୦ ବେଳକୁ ପୁଣି ଏକ ଲଘୁଚାପ ଆଶଙ୍କା, ୧୮ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷାର ପ୍ରଭାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର