ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ

The Sakala Picture
Published On

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରାଯାଇଛି । ଶଙ୍କରାଚାର୍ଯ୍ୟଙ୍କୁ ଛତିଶଗଡ଼ ରାୟପୁରରେ ନିମନ୍ତ୍ରଣ କରିଛନ୍ତି ଗଜପତି ମହାରାଜ । ଲୋକାର୍ପଣ ଉତ୍ସବରେ ଯୋଗଦେବାକୁ ଆମନ୍ତ୍ରଣ ଜଣାଇଛନ୍ତି ପୁରୀ ଗଜପତି । ଆସନ୍ତା ୧୭ ତାରିଖରେ ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବର ଭବ୍ୟ ଆୟୋଜନ ହେଉଛି । ଏଥିରେ ରାଜ୍ୟ ତଥା ରାଜ୍ୟ ବାହାର ଶହ ଶହ ସାଧୁସନ୍ଥଙ୍କୁ ନିମନ୍ତ୍ରଣ କରାଯିବା ସହିତ ପ୍ରମୁଖ ଧାର୍ମିକସ୍ଥଳୀର ଦେବଦେବୀ ଓ […]

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରାଯାଇଛି । ଶଙ୍କରାଚାର୍ଯ୍ୟଙ୍କୁ ଛତିଶଗଡ଼ ରାୟପୁରରେ ନିମନ୍ତ୍ରଣ କରିଛନ୍ତି ଗଜପତି ମହାରାଜ । ଲୋକାର୍ପଣ ଉତ୍ସବରେ ଯୋଗଦେବାକୁ ଆମନ୍ତ୍ରଣ ଜଣାଇଛନ୍ତି ପୁରୀ ଗଜପତି । ଆସନ୍ତା ୧୭ ତାରିଖରେ ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବର ଭବ୍ୟ ଆୟୋଜନ ହେଉଛି । ଏଥିରେ ରାଜ୍ୟ ତଥା ରାଜ୍ୟ ବାହାର ଶହ ଶହ ସାଧୁସନ୍ଥଙ୍କୁ ନିମନ୍ତ୍ରଣ କରାଯିବା ସହିତ ପ୍ରମୁଖ ଧାର୍ମିକସ୍ଥଳୀର ଦେବଦେବୀ ଓ ଶ୍ରୀଜଗନ୍ନାଥ ମନ୍ଦିରକୁ ନିମନ୍ତ୍ରଣ କରାଯାଇଛି  । ଆଜି ରାୟପୁରରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଲୋକାର୍ପଣ ଉତ୍ସବକୁ ନିମନ୍ତ୍ରଣ କରିଛନ୍ତି ପୁରୀ ଗଜପତି ମହାରାଜ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

 

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର