ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ଏକ୍ସ ଆକାଉଣ୍ଟ ଭାରତରେ ବ୍ୟାନ୍…

The Sakala Picture
Published On

ନୂଆଦିଲ୍ଲୀ: ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖଓ୍ବାଜା ଆସିଫଙ୍କ ଟଏକ୍ସ’ ଆକାଉଣ୍ଟକୁ ବନ୍ଦ କରିଛି ଭାରତ। ଭାରତରେ ଖଓ୍ବାଜାଙ୍କ ଆକାଉଣ୍ଟକୁ ନିଷିଦ୍ଧ କରାଯାଇଛି। କାଶ୍ମୀର ସମ୍ପର୍କରେ ଖଓ୍ବାଜା ଭୁଲ ତଥ୍ୟ ପ୍ରଚାର କରୁଥିବା ଏବଂ ଭାରତରେ ଆତଙ୍କବାଦକୁ ପ୍ରୋତ୍ସାହିତ ଓ ସମର୍ଥନ କରୁଥିବାରୁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପହଲଗାଓଁ ଆକ୍ରମଣ ପରେ ପାକିସ୍ତାନ ନାନା ପ୍ରକାର ବିଭ୍ରାନ୍ତିକର ତଥ୍ୟ ପ୍ରଘଟ କରିଚାଲିଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ ପୂର୍ବରୁ କହିଥିଲେ ଯେ, ପାକିସ୍ତାନ ହାଇ […]

ନୂଆଦିଲ୍ଲୀ: ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖଓ୍ବାଜା ଆସିଫଙ୍କ ଟଏକ୍ସ’ ଆକାଉଣ୍ଟକୁ ବନ୍ଦ କରିଛି ଭାରତ। ଭାରତରେ ଖଓ୍ବାଜାଙ୍କ ଆକାଉଣ୍ଟକୁ ନିଷିଦ୍ଧ କରାଯାଇଛି। କାଶ୍ମୀର ସମ୍ପର୍କରେ ଖଓ୍ବାଜା ଭୁଲ ତଥ୍ୟ ପ୍ରଚାର କରୁଥିବା ଏବଂ ଭାରତରେ ଆତଙ୍କବାଦକୁ ପ୍ରୋତ୍ସାହିତ ଓ ସମର୍ଥନ କରୁଥିବାରୁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପହଲଗାଓଁ ଆକ୍ରମଣ ପରେ ପାକିସ୍ତାନ ନାନା ପ୍ରକାର ବିଭ୍ରାନ୍ତିକର ତଥ୍ୟ ପ୍ରଘଟ କରିଚାଲିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ: ବାତ୍ୟା-ବନ୍ୟା ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ରଣନୀତି

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ' ମୁକାବିଲା: ୪ ଜିଲ୍ଲା ପାଇଁ ୪ ବରିଷ୍ଠ IAS ଅଧିକାରୀଙ୍କୁ ଦାୟିତ୍ୱ ଦେଲେ ଓଡ଼ିଶା ସରକାର

ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ ପୂର୍ବରୁ କହିଥିଲେ ଯେ, ପାକିସ୍ତାନ ହାଇ ଆଲର୍ଟରେ ଅଛି ଏବଂ ଏହାର ସେନା ସମ୍ପୂର୍ଣ୍ଣ ପ୍ରସ୍ତୁତ। ସେ ଏହା ମଧ୍ୟ ଚେତାବନୀ ଦେଇଛନ୍ତି ଯେ, ଯଦି ପାକିସ୍ତାନର ଅସ୍ତିତ୍ୱ ପ୍ରତି ସିଧାସଳଖ ବିପଦ ଥାଏ, ତେବେ ଏହା ପରମାଣୁ ଅସ୍ତ୍ର ବ୍ୟବହାର କରିପାରିବ । ତାଙ୍କର ଏଭଳି ବୟାନ ପରେ ଭାରତ ସରକାର ଏହି ପଦକ୍ଷେପ ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ବିସଲେରୀ ପାଣି ନମୁନା ଅସୁରକ୍ଷିତ ! କ୍ୟାନ୍ସର କାରକ ଉପାଦାନ ମିଳିବା ପରେ FSSAI ପକ୍ଷରୁ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର