ଲାଇଭ କଳିଙ୍ଗ ସିଇଓ ତଥା ମୁଖ୍ୟ ଅଭିଯୁକ୍ତ ରାଜା ଗିରଫ

The Sakala Picture
Published On

ଭୁବନେଶ୍ୱର: ବ୍ୟବସାୟୀ ପୂର୍ଣଚନ୍ଦ୍ର ସ୍ୱାଇଁକୁ ସାମ୍ବାଦିକ ଅପହରଣ କରିନେବା ଘଟଣାରେ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ ତଥା ଉକ୍ତ ୱେବ ପୋର୍ଟାଲର ସିଇଓ ରାଜା । ୱେବ ପୋର୍ଟାଲ ସିଇଓଙ୍କୁ ଓଡିଶା ପୋଲିସର ଏକ ଟିମ କୋଲକାତାରୁ ଗିରଫ କରିବାରେ ସଫଳ ହୋଇଛି । ମିଳିଥିବା ସୂଚନା ମୁତାବକ ୱେବ ପୋର୍ଟାଲ ଲାଇଭ କଳିଙ୍ଗ ସିଇଓ ତଥା ମୁଖ୍ୟ ଅଭିଯୁକ୍ତ ହେଉଛି ରଘୁନାଥ ଓରଫ ରାଜା । ଜଣେ ବ୍ୟବସାୟୀଙ୍କୁ ଉକ୍ତ ସଂସ୍ଥାର କିଛି ସାମ୍ବାଦିକ ଅପହରଣ […]

ଭୁବନେଶ୍ୱର: ବ୍ୟବସାୟୀ ପୂର୍ଣଚନ୍ଦ୍ର ସ୍ୱାଇଁକୁ ସାମ୍ବାଦିକ ଅପହରଣ କରିନେବା ଘଟଣାରେ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ ତଥା ଉକ୍ତ ୱେବ ପୋର୍ଟାଲର ସିଇଓ ରାଜା । ୱେବ ପୋର୍ଟାଲ ସିଇଓଙ୍କୁ ଓଡିଶା ପୋଲିସର ଏକ ଟିମ କୋଲକାତାରୁ ଗିରଫ କରିବାରେ ସଫଳ ହୋଇଛି । ମିଳିଥିବା ସୂଚନା ମୁତାବକ ୱେବ ପୋର୍ଟାଲ ଲାଇଭ କଳିଙ୍ଗ ସିଇଓ ତଥା ମୁଖ୍ୟ ଅଭିଯୁକ୍ତ ହେଉଛି ରଘୁନାଥ ଓରଫ ରାଜା । ଜଣେ ବ୍ୟବସାୟୀଙ୍କୁ ଉକ୍ତ ସଂସ୍ଥାର କିଛି ସାମ୍ବାଦିକ ଅପହରଣ କରିନେଇଥିବା ଥାନାରେ ଅଭିଯୋଗ ହୋଇଥିଲା । ପରବର୍ତ୍ତୀ ସମୟରେ ଅଭିଯୁକ୍ତ ମାନେ ବ୍ୟବସାୟୀ ପୂର୍ଣଚନ୍ଦ୍ର ସ୍ୱାଇଁକୁ ଅପହରଣ କରି ନିର୍ଯାତନା ଦେବା ନେଇ ଅଭିଯୋଗ ହୋଇଥିଲା । ବ୍ୟବସାୟୀଙ୍କୁ ବନ୍ଧକ ରଖି ଟଙ୍କା ମଧ୍ୟ ମାଗୁଥିଲେ । ପୂର୍ବରୁ ଏହି ଘଟଣାରେ ୱେବ ପୋର୍ଟଲର ମହିଳା ସାମ୍ବାଦିକଙ୍କ ସମେତ 5 ଜଣଙ୍କୁ ଗିରଫ କରିଥିଲା ପୋଲିସ ।

ଆହୁରି ପଢ଼ନ୍ତୁ: ହୃଦଘାତରେ ଆଖି ବୁଜିଲେ ବଲିଉଡର 'କ୍ରାନ୍ତିବୀର' ବର୍ଷୀୟାନ ଅଭିନେତା ନାନା ପାଟେକର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର