ରାକ୍ଷୀ ପୂର୍ଣ୍ଣିମାରେ ୨୦୦ ଟଙ୍କା ଶସ୍ତା ହେଲା ଏଲପିଜି ସିଲିଣ୍ଡର

ନୂଆଦିଲ୍ଲୀ: ରକ୍ଷା ବନ୍ଧନ ଅବସରରେ ସରକାର ଶସ୍ତା ଏଲପିଜି ସିଲିଣ୍ଡର ଉପହାର ଦେଇପାରନ୍ତି। ମୁଦ୍ରାସ୍ଫୀତିରେ ଅସୁବିଧା ଭୋଗୁଥିବା ଲୋକଙ୍କ ପାଇଁ ମୋଦି ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସୂଚନାନୁସାରେ, ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ କରିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ସୁବିଧା କେବଳ ପ୍ରଧାନମନ୍ତ୍ରୀ ଉଜ୍ଜାଲା ଯୋଜନାର ହିତାଧିକାରୀଙ୍କ ପାଇଁ ଉପଲବ୍ଧ ହେବ।

About The Author: The Sakala