ଫେବ୍ରୁଆରୀ ୨୧ରୁ ମାଟ୍ରିକ ପରୀକ୍ଷା, ଗଣିତ ପାଇଁ ଅଧିକ ୧୫ ମିନିଟ୍ ସମୟ…

The Sakala Picture
Published On

ଭୁବନେଶ୍ବର: ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାଟ୍ରିକ ପରୀକ୍ଷା ସୂଚୀ ପ୍ରକାଶ କଲା ମାଧ୍ୟମିକ ଶିକ୍ଷା ପରିଷଦ। ଫେବ୍ରୁଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଫେବ୍ରୁଆରୀ ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪ ତାରିଖରେ ଦ୍ବିତୀୟ ଭାଷା ଇଂରାଜୀ ପରୀକ୍ଷା, ୨୭ ତାରିଖରେ ଗଣିତ, ମାର୍ଚ୍ଚା ୧ ରେ ବିଜ୍ଞାନ, ୩ ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ୬ ତାରିଖରେ ତୃତୀୟ […]

ଭୁବନେଶ୍ବର: ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାଟ୍ରିକ ପରୀକ୍ଷା ସୂଚୀ ପ୍ରକାଶ କଲା ମାଧ୍ୟମିକ ଶିକ୍ଷା ପରିଷଦ। ଫେବ୍ରୁଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଫେବ୍ରୁଆରୀ ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪ ତାରିଖରେ ଦ୍ବିତୀୟ ଭାଷା ଇଂରାଜୀ ପରୀକ୍ଷା, ୨୭ ତାରିଖରେ ଗଣିତ, ମାର୍ଚ୍ଚା ୧ ରେ ବିଜ୍ଞାନ, ୩ ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ୬ ତାରିଖରେ ତୃତୀୟ ଭାଷା (ହୀନ୍ଦୀ, ସଂସ୍କୃତ) ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ସକାଳ ୯ରୁ ଆରମ୍ଭ ହୋଇ ଦିନ ୧୧ ଟା ୩୦ ମିନିଟରେ ଶେଷ ହେବ। ଗଣିତ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଆତିରିକ୍ତ ୧୫ ମିନିଟ ସମୟ ପ୍ରଦାନ କରାଯାଇଛି। ଅର୍ଥାତ ଗଣିତ ପରୀକ୍ଷା ଦିନ ସକାଳ ୯ରୁ ଆରମ୍ଭ ହୋଇ ଦିନ ୧୧ ଟା ୪୫ ମିନିଟରେ ଶେଷ ହେବ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

[wp-embedder-pack width=”100%” height=”400px” download=”all” download-text=”” attachment_id=”139208″ /]

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

14 Nov 2024 By The Sakala

ଫେବ୍ରୁଆରୀ ୨୧ରୁ ମାଟ୍ରିକ ପରୀକ୍ଷା, ଗଣିତ ପାଇଁ ଅଧିକ ୧୫ ମିନିଟ୍ ସମୟ…

ଭୁବନେଶ୍ବର: ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାଟ୍ରିକ ପରୀକ୍ଷା ସୂଚୀ ପ୍ରକାଶ କଲା ମାଧ୍ୟମିକ ଶିକ୍ଷା ପରିଷଦ। ଫେବ୍ରୁଆରୀ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ। ଫେବ୍ରୁଆରୀ ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ। ୨୪ ତାରିଖରେ ଦ୍ବିତୀୟ ଭାଷା ଇଂରାଜୀ ପରୀକ୍ଷା, ୨୭ ତାରିଖରେ ଗଣିତ, ମାର୍ଚ୍ଚା ୧ ରେ ବିଜ୍ଞାନ, ୩ ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ୬ ତାରିଖରେ ତୃତୀୟ ଭାଷା (ହୀନ୍ଦୀ, ସଂସ୍କୃତ) ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ସକାଳ ୯ରୁ ଆରମ୍ଭ ହୋଇ ଦିନ ୧୧ ଟା ୩୦ ମିନିଟରେ ଶେଷ ହେବ। ଗଣିତ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଆତିରିକ୍ତ ୧୫ ମିନିଟ ସମୟ ପ୍ରଦାନ କରାଯାଇଛି। ଅର୍ଥାତ ଗଣିତ ପରୀକ୍ଷା ଦିନ ସକାଳ ୯ରୁ ଆରମ୍ଭ ହୋଇ ଦିନ ୧୧ ଟା ୪୫ ମିନିଟରେ ଶେଷ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର