ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣା : ପୁରୁଷ ବନ୍ଧୁ ସତ୍ୟ ପ୍ରକାଶ ଦାଶ ଗିରଫ

The Sakala Picture
Published On

ଭୁବନେଶ୍ୱର: MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣା । ଆଶ୍ରିତାଙ୍କ ପୁରୁଷବନ୍ଧୁଙ୍କୁ ଅଟକ ରଖିଲା ସହିଦନଗର ଥାନା ପୋଲିସ । ପୁରୁଷ ବନ୍ଧୁ ସତ୍ୟ ପ୍ରକାଶ ଦାଶଙ୍କୁ ଅଟକ ରଖିଛି ପୋଲିସ । ଆଶ୍ରିତା ସେନାପତି ଲେଖିଥିବା ସୁଇସାଇଡ ନୋଟରେ ସତ୍ୟଙ୍କ ନାଁ ଉଲ୍ଲେଖ ରହିଥିଲା । ପୁରୁଷବନ୍ଧୁ ସତ୍ୟଙ୍କ ନିର୍ଯାତନା ପାଇଁ ଆତ୍ମହତ୍ୟା କରିଛନ୍ତି ଆଶ୍ରିତା । ପୋଲିସ ସୂଚନା ଅନୁସାରେ ଉଭୟଙ୍କ ମଧ୍ୟରେ ୯ ବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା । […]

ଭୁବନେଶ୍ୱର: MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣା । ଆଶ୍ରିତାଙ୍କ ପୁରୁଷବନ୍ଧୁଙ୍କୁ ଅଟକ ରଖିଲା ସହିଦନଗର ଥାନା ପୋଲିସ । ପୁରୁଷ ବନ୍ଧୁ ସତ୍ୟ ପ୍ରକାଶ ଦାଶଙ୍କୁ ଅଟକ ରଖିଛି ପୋଲିସ । ଆଶ୍ରିତା ସେନାପତି ଲେଖିଥିବା ସୁଇସାଇଡ ନୋଟରେ ସତ୍ୟଙ୍କ ନାଁ ଉଲ୍ଲେଖ ରହିଥିଲା । ପୁରୁଷବନ୍ଧୁ ସତ୍ୟଙ୍କ ନିର୍ଯାତନା ପାଇଁ ଆତ୍ମହତ୍ୟା କରିଛନ୍ତି ଆଶ୍ରିତା ।

ଆହୁରି ପଢ଼ନ୍ତୁ: ପ୍ରେମିକାକୁ ହତ୍ୟା କରି ଦୁର୍ଘଟଣା ରୂପ ଦେଇଥିଲା ପ୍ରେମିକ, ବାନ୍ଧିଲା ପୋଲିସ

ପୋଲିସ ସୂଚନା ଅନୁସାରେ ଉଭୟଙ୍କ ମଧ୍ୟରେ ୯ ବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା । ଉଭୟ ଗୋଟିଏ ଗାଁର ଅଟନ୍ତି । ସତ୍ୟ ପ୍ରକାଶ ଇନଫୋସିସରେ କାମ କରୁଥିଲେ । ୨୦୧୯ ମସିହାରୁ ଆଉ ଜଣେ ଯୁବକଙ୍କ ସହ ଆଶ୍ରିତା କଥା ହେଉଥିଲେ, ଯାହାଦ୍ୱାରା ଉଭୟଙ୍କ ମଧ୍ୟରେ ବିବାଦ ଉପୁଜିଥିଲା । ଯୁବତୀଙ୍କ କଲ ରେକର୍ଡ ଯାଂଚ କରିବା ପରେ ସତ୍ୟ ପ୍ରକାଶଙ୍କ ନାଁ ସାମ୍ନାକୁ ଆସିଥିଲା । ତଦନ୍ତ କରି ସତ୍ୟ ପ୍ରକାଶଙ୍କୁ ଗିରଫ କରିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ପପୁ ମଲ୍ଲିକ ଆହତ, ୩ ପୋଲିସ କର୍ମଚାରୀ ବି ଆହତ

06 Jul 2022 By The Sakala

MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣା : ପୁରୁଷ ବନ୍ଧୁ ସତ୍ୟ ପ୍ରକାଶ ଦାଶ ଗିରଫ

ଭୁବନେଶ୍ୱର: MCA ଛାତ୍ରୀ ଆଶ୍ରିତା ସେନାପତି ଆତ୍ମହତ୍ୟା ଘଟଣା । ଆଶ୍ରିତାଙ୍କ ପୁରୁଷବନ୍ଧୁଙ୍କୁ ଅଟକ ରଖିଲା ସହିଦନଗର ଥାନା ପୋଲିସ । ପୁରୁଷ ବନ୍ଧୁ ସତ୍ୟ ପ୍ରକାଶ ଦାଶଙ୍କୁ ଅଟକ ରଖିଛି ପୋଲିସ । ଆଶ୍ରିତା ସେନାପତି ଲେଖିଥିବା ସୁଇସାଇଡ ନୋଟରେ ସତ୍ୟଙ୍କ ନାଁ ଉଲ୍ଲେଖ ରହିଥିଲା । ପୁରୁଷବନ୍ଧୁ ସତ୍ୟଙ୍କ ନିର୍ଯାତନା ପାଇଁ ଆତ୍ମହତ୍ୟା କରିଛନ୍ତି ଆଶ୍ରିତା ।

ପୋଲିସ ସୂଚନା ଅନୁସାରେ ଉଭୟଙ୍କ ମଧ୍ୟରେ ୯ ବର୍ଷ ଧରି ପ୍ରେମ ସମ୍ପର୍କ ରହିଥିଲା । ଉଭୟ ଗୋଟିଏ ଗାଁର ଅଟନ୍ତି । ସତ୍ୟ ପ୍ରକାଶ ଇନଫୋସିସରେ କାମ କରୁଥିଲେ । ୨୦୧୯ ମସିହାରୁ ଆଉ ଜଣେ ଯୁବକଙ୍କ ସହ ଆଶ୍ରିତା କଥା ହେଉଥିଲେ, ଯାହାଦ୍ୱାରା ଉଭୟଙ୍କ ମଧ୍ୟରେ ବିବାଦ ଉପୁଜିଥିଲା । ଯୁବତୀଙ୍କ କଲ ରେକର୍ଡ ଯାଂଚ କରିବା ପରେ ସତ୍ୟ ପ୍ରକାଶଙ୍କ ନାଁ ସାମ୍ନାକୁ ଆସିଥିଲା । ତଦନ୍ତ କରି ସତ୍ୟ ପ୍ରକାଶଙ୍କୁ ଗିରଫ କରିଛି ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର