ବିଗ୍‌ ବସ୍‌-୧୭ ଟାଇଟଲ ଜିତିଲେ ମୁନାୱର, ମିଳିଲା ୫୦ ଲକ୍ଷ ଟଙ୍କା ସହ ଦାମୀ କାର୍‌

The Sakala Picture
Published On

ମୁମ୍ବାଇ: ରିଆଲିଟି ଶୋ’ ବିଗ୍‌ ବସ୍‌ -୧୭ର ଗ୍ରାଣ୍ଡ ଫାଇନାଲ ରବିବାର ରାତିରେ ଶେଷ ହୋଇଛି। ପ୍ରତିଦ୍ୱନ୍ଦ୍ୱୀ ତଥା ରନର୍ସ ଅପ୍‌ ଅଭିଷେକ କୁମାରଙ୍କୁ ପଛରେ ପକାଇ ମୁନାୱର ଫାରୁକି ବିଗ୍‌ ବସ୍‌-୧୭ ବିଜେତା ହୋଇଛନ୍ତି। ୩୨ ବର୍ଷୀୟ ମୁନାୱରଙ୍କୁ ଟ୍ରଫି ସହ ନଗଦ ୫୦ ଲକ୍ଷ ଟଙ୍କା ଓ ଏକ ହ୍ୟୁଣ୍ଡାଇ କ୍ରେଟା କାର୍‌ ମିଳିଛି। ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱର ଫାରୁକିଙ୍କୁ ବିଜୟୀ ଘୋଷଣା କରିଥିଲେ। ବିବାଦୀୟ […]

ମୁମ୍ବାଇ: ରିଆଲିଟି ଶୋ’ ବିଗ୍‌ ବସ୍‌ -୧୭ର ଗ୍ରାଣ୍ଡ ଫାଇନାଲ ରବିବାର ରାତିରେ ଶେଷ ହୋଇଛି। ପ୍ରତିଦ୍ୱନ୍ଦ୍ୱୀ ତଥା ରନର୍ସ ଅପ୍‌ ଅଭିଷେକ କୁମାରଙ୍କୁ ପଛରେ ପକାଇ ମୁନାୱର ଫାରୁକି ବିଗ୍‌ ବସ୍‌-୧୭ ବିଜେତା ହୋଇଛନ୍ତି। ୩୨ ବର୍ଷୀୟ ମୁନାୱରଙ୍କୁ ଟ୍ରଫି ସହ ନଗଦ ୫୦ ଲକ୍ଷ ଟଙ୍କା ଓ ଏକ ହ୍ୟୁଣ୍ଡାଇ କ୍ରେଟା କାର୍‌ ମିଳିଛି। ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱର ଫାରୁକିଙ୍କୁ ବିଜୟୀ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ବିସିସିଆଇର ବଡ଼ ନିଷ୍ପତ୍ତି: ପ୍ରଜ୍ଞାନ ଓଝା ହେଲେ ନୂଆ ମୁଖ୍ୟ ଚୟନକର୍ତ୍ତା

ବିବାଦୀୟ ରିଅଲିଟି ଶୋ’ ବିଗ୍‌ ବସ୍‌-୧୭ର ବିଜେତା ନାଁ ଜାଣିବାକୁ ସମସ୍ତେ ବ୍ୟଗ୍ର ଥିଲେ । ଶେଷ ମୁହୂର୍ତ୍ତରେ ଅଙ୍କିତା ଲୋଖାଣ୍ଡେ, ମନ୍ନାରା ଚୋପ୍ରା ଓ ଅରୁଣ ମଶେଟ୍ଟି ଓ ମୁନାୱର ଫାରୁକିଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଥିଲା। ମାତ୍ର ଶେଷରେ ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାୱରଙ୍କୁ ବିଜୟୀ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

 

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର