ପାଇକରାପୁର ପାହାଡ ନିକଟରେ ହତ୍ୟାକାଣ୍ଡ: ହାଇସ୍କୁଲ ପିଅନଙ୍କୁ ପଥରରେ ଛେଚି ହତ୍ୟା କଲେ ଦୁର୍ବୃତ୍ତ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ପାହାଡ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପଥରରେ ଛେଚି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରଯାଉଛି। ମୃତ ବ୍ୟକ୍ତି ଜଣଙ୍କ ନାଁ ବଂଶୀଧର ବୋଲି ଜଣାପଡ଼ିଛି। ସେ ପାଇକରାୟ ହାଇସ୍କୁଲରେ ପିଅନ ଭାବେ କାର୍ଯ୍ଯ କରୁଥିଲେ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏହି ଘଟଣାରେ ୪ରୁ ୫ ଜଣଙ୍କ ସମ୍ପୃକ୍ତି ଥିବା ପୁଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ଖବର ପାଇ ଘଟଣା […]

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ପାହାଡ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପଥରରେ ଛେଚି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରଯାଉଛି। ମୃତ ବ୍ୟକ୍ତି ଜଣଙ୍କ ନାଁ ବଂଶୀଧର ବୋଲି ଜଣାପଡ଼ିଛି। ସେ ପାଇକରାୟ ହାଇସ୍କୁଲରେ ପିଅନ ଭାବେ କାର୍ଯ୍ଯ କରୁଥିଲେ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏହି ଘଟଣାରେ ୪ରୁ ୫ ଜଣଙ୍କ ସମ୍ପୃକ୍ତି ଥିବା ପୁଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ଓ ସାଇଣ୍ଟିଫକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

22 Nov 2022 By The Sakala

ପାଇକରାପୁର ପାହାଡ ନିକଟରେ ହତ୍ୟାକାଣ୍ଡ: ହାଇସ୍କୁଲ ପିଅନଙ୍କୁ ପଥରରେ ଛେଚି ହତ୍ୟା କଲେ ଦୁର୍ବୃତ୍ତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ପାହାଡ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପଥରରେ ଛେଚି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରଯାଉଛି। ମୃତ ବ୍ୟକ୍ତି ଜଣଙ୍କ ନାଁ ବଂଶୀଧର ବୋଲି ଜଣାପଡ଼ିଛି। ସେ ପାଇକରାୟ ହାଇସ୍କୁଲରେ ପିଅନ ଭାବେ କାର୍ଯ୍ଯ କରୁଥିଲେ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏହି ଘଟଣାରେ ୪ରୁ ୫ ଜଣଙ୍କ ସମ୍ପୃକ୍ତି ଥିବା ପୁଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ଓ ସାଇଣ୍ଟିଫକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର