କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନା ସଂକ୍ରମିତ

The Sakala Picture
Published On

ଭୁବନେଶ୍ବର: କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନା ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ହେବା ପରେ ସେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ନରସିଂହ ମିଶ୍ର ପରାମର୍ଶ ଦେଇଛନ୍ତି। Tested positive for COVID-19 today. Anyone in close contact in the past few days please get tested. — Narasingha […]

ଭୁବନେଶ୍ବର: କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନା ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ହେବା ପରେ ସେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ନରସିଂହ ମିଶ୍ର ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ହୃଦୟଛୁଆଁ କାହାଣୀ: ପରସ୍ପରକୁ ଜାବୁଡି ଧରି ବଞ୍ଚିଛନ୍ତି ୫ ଛୁଆ ଓରାଙ୍ଗଉଟାନ୍‌; ମା' ନାହିଁ, ହେଲେ ମା' ପରି ଅଛନ୍ତି ପରସ୍ପର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର