ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ଯ କ୍ୟାବିନେଟ ବୈଠକ

The Sakala Picture
Published On

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ […]

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ତେଣୁ କ୍ୟାବିନେଟ୍ରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

19 Oct 2023 By The Sakala

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ଯ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ତେଣୁ କ୍ୟାବିନେଟ୍ରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ ।

https://www.thesakala.in/big-news/odisha-cabinet-meeting-to-be-held-today-at-evening/article-26526
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର