SI ପରୀକ୍ଷା ଜାଲିଆତି: ୧୧୪ ପରୀକ୍ଷାର୍ଥୀଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଜଜ୍ କୋର୍ଟ ପକ୍ଷରୁ ଜାମିନ...

Deviprasad Mohanty Picture
Published On

ବ୍ରହ୍ମପୁର,: ଓଡିଶା ପୁଲିସ ନିଯୁକ୍ତି ବୋର୍ଡ୍ (OPRB) ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ ୧୨୩ ଜଣ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି। ସେମାନଙ୍କ ମଧ୍ୟରୁ  ୧୧୪ ଜଣ(ଅଶାୟୀ) ପରୀକ୍ଷାର୍ଥୀ ୭ଜଣ ଦଲାଲ ଏପରି ମୋଟ ୧୨୧ ଜଣ ଜାମିନ ପାଇଁ କୋର୍ଟରେ ଆବେଦନ କରିଥିଲେ।  ସ୍ୱତନ୍ତ୍ର ଭିଜିଲାନ୍ସ ଜଜ ଜ୍ଞାନେନ୍ଦ୍ର କୁମାର ବାରିକ ଏହାର ଶୁଣାଣି କରି ୧୧୭ ଜଣ ଅଶାୟୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟପଟେ ୭ ଜଣ ଦଲାଲଙ୍କ ଜାମିନ ଖାରଜ କରିଦେଇଛନ୍ତି। ଏନେଇ ଏପିପି ରଜତ କୁମାର ଦାଶ ସୂଚନା ଦେଇଛନ୍ତି। ଆଜି ଅଶାୟୀମାନେ ଜାମିନରେ ବ୍ରହ୍ମପୁର ଜେଲରୁ ବାହାରିବେ। ସେହିପରି ସେମାନଙ୍କ ପରିବାର ଲୋକଙ୍କ ଭିଡ଼ ଏବେ ଜେଲ ବାହାରେ ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: ୩୨ ଘଣ୍ଟା ପରେ ମୁମ୍ବାଇ-ପୁଣେ ଏକ୍ସପ୍ରେସୱେରେ ସ୍ୱାଭାବିକ ହେଲା ଯାତାୟାତ; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp