ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜମ୍ମୁ-କାଶ୍ମୀରରେ ହେବ ମେଣ୍ଟ ସରକାର, ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

The Sakala Picture
Published On

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ହେବ ମେଣ୍ଟ ସରକାର। ଏନସି ନେତା ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ଏନେଇ ଏନସି ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ଘୋଷଣା କରିଛନ୍ତି। ୯୦ ଆସନ ବିଶିଷ୍ଟ ଜାମ୍ମୁ-କଶ୍ମୀର ବିଧାନସଭା ଆସନରେ ସରକାର ଗଢିବା ଲାଗି ମ୍ୟାଜିକ ନମ୍ବର ହେଉଛି ୪୬। ଏନସି ଏଠାରେ ୫୨ସିଟରେ ଆଗୁଆ ରହିଥିବା ବେଳେ ବିଜେପି ମାତ୍ର ୨୭ଟି ସିଟ୍‌‌ ପାଇଛି। ସେହିପରି ପିଡିପି ୨ଟି ସିଟରେ ଆଗୁଆ ରହିଥିବା ବେଳେ ଅନ୍ୟ ସ୍ୱାଧୀନ ଦଳ ୯ଟି ସିଟରେ […]

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ହେବ ମେଣ୍ଟ ସରକାର। ଏନସି ନେତା ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ଏନେଇ ଏନସି ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ଘୋଷଣା କରିଛନ୍ତି। ୯୦ ଆସନ ବିଶିଷ୍ଟ ଜାମ୍ମୁ-କଶ୍ମୀର ବିଧାନସଭା ଆସନରେ ସରକାର ଗଢିବା ଲାଗି ମ୍ୟାଜିକ ନମ୍ବର ହେଉଛି ୪୬। ଏନସି ଏଠାରେ ୫୨ସିଟରେ ଆଗୁଆ ରହିଥିବା ବେଳେ ବିଜେପି ମାତ୍ର ୨୭ଟି ସିଟ୍‌‌ ପାଇଛି। ସେହିପରି ପିଡିପି ୨ଟି ସିଟରେ ଆଗୁଆ ରହିଥିବା ବେଳେ ଅନ୍ୟ ସ୍ୱାଧୀନ ଦଳ ୯ଟି ସିଟରେ ଆଗୁଆ ରହିଛନ୍ତି। ଆପ୍ ଗୋଟିଏ ଆସନରେ ବିଜୟୀ ହୋଇଛି।

ଆହୁରି ପଢ଼ନ୍ତୁ: ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ସହ ପୁଲିସର ମାଡ଼ ଅଭିଯୋଗ, ପ୍ରତିବାଦରେ ସରକାରୀ କାର୍ଯ୍ୟରେ ଅସହଯୋଗ କରିବାକୁ ସରପଞ୍ଚ ସଂଘର ଚେତାବନୀ

ଶ୍ରୀନଗରରେ ଏନସିର ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ୧୦ବର୍ଷ ପରେ ଲୋକଙ୍କ ମତ ସ୍ପଷ୍ଟ ହୋଇଛି। ଏଠାରେ ଘୃଣାର ବାତାବରଣ ଦୂର କରି ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ଭାଇଚାରା ପ୍ରତିଷ୍ଠା କରିବା ଲାଗି ମେଣ୍ଟ ସରକାର ଉଦ୍ୟମ କରିବେ ବୋଲି ଫାରୁକ କହିଛନ୍ତି। ଜାମ୍ମୁ-କଶ୍ମୀର ଲୋକଙ୍କ ମତ ଆମ ପ୍ରତି ପୂର୍ବରୁ ଥିଲା ଏବଂ ଏବେ ଏହା ଅଧିକ ସ୍ପଷ୍ଟ ହୋଇଛି ବୋଲି ଫାରୁକ ମତ ଦେଇଛନ୍ତି। ଅନ୍ୟପକ୍ଷରେ ଜାମ୍ମୁ-କଶ୍ମୀର ନିର୍ବାଚନରେ ପିଡିପି ଶୌଚନୀୟ ପ୍ରଦର୍ଶନ କରିଛି।

ଆହୁରି ପଢ଼ନ୍ତୁ: ଆସାମର ଜୋରହାଟ ଏୟାରବେସରେ ଭାରତୀୟ ବାୟୁସେନାର AN- 32 ଏୟାରକ୍ରାଫ୍ଟ କ୍ରାସ୍

08 Oct 2024 By The Sakala

ଜମ୍ମୁ-କାଶ୍ମୀରରେ ହେବ ମେଣ୍ଟ ସରକାର, ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରରେ ହେବ ମେଣ୍ଟ ସରକାର। ଏନସି ନେତା ଓମାର ଅବଦୁଲ୍ଲା ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ଏନେଇ ଏନସି ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ଘୋଷଣା କରିଛନ୍ତି। ୯୦ ଆସନ ବିଶିଷ୍ଟ ଜାମ୍ମୁ-କଶ୍ମୀର ବିଧାନସଭା ଆସନରେ ସରକାର ଗଢିବା ଲାଗି ମ୍ୟାଜିକ ନମ୍ବର ହେଉଛି ୪୬। ଏନସି ଏଠାରେ ୫୨ସିଟରେ ଆଗୁଆ ରହିଥିବା ବେଳେ ବିଜେପି ମାତ୍ର ୨୭ଟି ସିଟ୍‌‌ ପାଇଛି। ସେହିପରି ପିଡିପି ୨ଟି ସିଟରେ ଆଗୁଆ ରହିଥିବା ବେଳେ ଅନ୍ୟ ସ୍ୱାଧୀନ ଦଳ ୯ଟି ସିଟରେ ଆଗୁଆ ରହିଛନ୍ତି। ଆପ୍ ଗୋଟିଏ ଆସନରେ ବିଜୟୀ ହୋଇଛି।

ଶ୍ରୀନଗରରେ ଏନସିର ମୁଖ୍ୟ ଫାରୁକ୍‌‌ ଅବଦୁଲ୍ଲା ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ୧୦ବର୍ଷ ପରେ ଲୋକଙ୍କ ମତ ସ୍ପଷ୍ଟ ହୋଇଛି। ଏଠାରେ ଘୃଣାର ବାତାବରଣ ଦୂର କରି ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ଭାଇଚାରା ପ୍ରତିଷ୍ଠା କରିବା ଲାଗି ମେଣ୍ଟ ସରକାର ଉଦ୍ୟମ କରିବେ ବୋଲି ଫାରୁକ କହିଛନ୍ତି। ଜାମ୍ମୁ-କଶ୍ମୀର ଲୋକଙ୍କ ମତ ଆମ ପ୍ରତି ପୂର୍ବରୁ ଥିଲା ଏବଂ ଏବେ ଏହା ଅଧିକ ସ୍ପଷ୍ଟ ହୋଇଛି ବୋଲି ଫାରୁକ ମତ ଦେଇଛନ୍ତି। ଅନ୍ୟପକ୍ଷରେ ଜାମ୍ମୁ-କଶ୍ମୀର ନିର୍ବାଚନରେ ପିଡିପି ଶୌଚନୀୟ ପ୍ରଦର୍ଶନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର