ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ OMC ଦେଲା ୫୦୦ କୋଟି

The Sakala Picture
Published On

ଓଡ଼ିଶା ଖଣି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମଆରଏଫ) କୁ ୫୦୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ ଏବଂ କାଜୁ ନିଗମ ପକ୍ଷରୁ ୩.୭୬ କୋଟି ଟଙ୍କାର ସହାୟତା ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। କରୋନା ମହାମାରୀ ସମୟରେ ଆର୍ଥିକ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଟି ସଂସ୍ଥାକୁ ଧନ୍ୟବାଦ ଦେଇଛନ୍ତି। ଏକ ଭରଚୁଆଲ କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୩ଟି ସଂସ୍ଥାର ସମସ୍ତ କର୍ମକର୍ତ୍ତାଙ୍କୁ […]

ଓଡ଼ିଶା ଖଣି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମଆରଏଫ) କୁ ୫୦୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ ଏବଂ କାଜୁ ନିଗମ ପକ୍ଷରୁ ୩.୭୬ କୋଟି ଟଙ୍କାର ସହାୟତା ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। କରୋନା ମହାମାରୀ ସମୟରେ ଆର୍ଥିକ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଟି ସଂସ୍ଥାକୁ ଧନ୍ୟବାଦ ଦେଇଛନ୍ତି। ଏକ ଭରଚୁଆଲ କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୩ଟି ସଂସ୍ଥାର ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ସେହିପରି ଫାଇବ ଟି ସଚିବ ଭିକେ ପାଣ୍ଡିଆନ, ଓଏମସିର ପରିଚାଳନା ନିର୍ଦ୍ଦେଶକ ବଳବନ୍ତ ସିଂ ଏବଂ ଓଏମସିର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଜନସ୍ୱାର୍ଥ ସମ୍ବଳିତ କାର୍ଯ୍ୟରେ ରାଜ୍ୟ ସରକାରଙ୍କୁ ଏକ ଦାୟିତ୍ୱବାନ ସରକାରୀ ଉଦ୍ୟୋଗ ଭାବେ ସହାୟତା ଯୋଗାଇ ଆସୁଛି ଓଡିଶା ଖଣି ନିଗମ । ରାଜ୍ୟ ସରକାରଙ୍କୁ ୨୦୨୦-୨୧ ଆର୍ଥିକ ବର୍ଷରେ ଓଏମସି ୧୯୮୨ କୋଟି ୧୦ ଲକ୍ଷ ଟଙ୍କାର ଆର୍ଥିକ ସହୟାତା ଦେଇଛି । ଏହାଛଡା ରାଜ୍ୟର ୮ଟି ଜିଲ୍ଲାରେ ୧୦ଟି କୋଭିଡ ହସ୍ପିଟାଲ ପାଇଁ ଆର୍ଥିକ ଅନୁଦାନ ଯୋଗାଇଛି ।

ଆହୁରି ପଢ଼ନ୍ତୁ: 'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

18 Jun 2021 By The Sakala

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ OMC ଦେଲା ୫୦୦ କୋଟି

ଓଡ଼ିଶା ଖଣି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମଆରଏଫ) କୁ ୫୦୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି ଓଡ଼ିଶା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ ଏବଂ କାଜୁ ନିଗମ ପକ୍ଷରୁ ୩.୭୬ କୋଟି ଟଙ୍କାର ସହାୟତା ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। କରୋନା ମହାମାରୀ ସମୟରେ ଆର୍ଥିକ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଟି ସଂସ୍ଥାକୁ ଧନ୍ୟବାଦ ଦେଇଛନ୍ତି। ଏକ ଭରଚୁଆଲ କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୩ଟି ସଂସ୍ଥାର ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ।

ସେହିପରି ଫାଇବ ଟି ସଚିବ ଭିକେ ପାଣ୍ଡିଆନ, ଓଏମସିର ପରିଚାଳନା ନିର୍ଦ୍ଦେଶକ ବଳବନ୍ତ ସିଂ ଏବଂ ଓଏମସିର ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଜନସ୍ୱାର୍ଥ ସମ୍ବଳିତ କାର୍ଯ୍ୟରେ ରାଜ୍ୟ ସରକାରଙ୍କୁ ଏକ ଦାୟିତ୍ୱବାନ ସରକାରୀ ଉଦ୍ୟୋଗ ଭାବେ ସହାୟତା ଯୋଗାଇ ଆସୁଛି ଓଡିଶା ଖଣି ନିଗମ । ରାଜ୍ୟ ସରକାରଙ୍କୁ ୨୦୨୦-୨୧ ଆର୍ଥିକ ବର୍ଷରେ ଓଏମସି ୧୯୮୨ କୋଟି ୧୦ ଲକ୍ଷ ଟଙ୍କାର ଆର୍ଥିକ ସହୟାତା ଦେଇଛି । ଏହାଛଡା ରାଜ୍ୟର ୮ଟି ଜିଲ୍ଲାରେ ୧୦ଟି କୋଭିଡ ହସ୍ପିଟାଲ ପାଇଁ ଆର୍ଥିକ ଅନୁଦାନ ଯୋଗାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର