ରାଜ୍ୟରେ ଠିକ୍ ସମୟରେ ହେବ ପଞ୍ଚାୟତ ନିର୍ବାଚନ- ପ୍ରତାପ ଜେନା

The Sakala Picture
Published On

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ରାଜ୍ୟରେ ଠିକ୍ ସମୟରେ ପଂଚାୟତ ନିର୍ବାଚନ ହେବ ବୋଲି ସେ ସୂଚନା ଦେଇଛନ୍ତି । ପଂଚାୟତ ସୀମା ପୁନଃନିର୍ଦ୍ଧାରଣ କାମ ସରିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏ ନେଇ ଖୁବ୍ ଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ଦିଆଯିବ । ପୌର ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି । ଯେଉଁ ସବୁ ସମସ୍ୟା ରହିଥିଲା ସେସବୁକୁ ଦୂର କରି […]

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ରାଜ୍ୟରେ ଠିକ୍ ସମୟରେ ପଂଚାୟତ ନିର୍ବାଚନ ହେବ ବୋଲି ସେ ସୂଚନା ଦେଇଛନ୍ତି । ପଂଚାୟତ ସୀମା ପୁନଃନିର୍ଦ୍ଧାରଣ କାମ ସରିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏ ନେଇ ଖୁବ୍ ଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ଦିଆଯିବ । ପୌର ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି । ଯେଉଁ ସବୁ ସମସ୍ୟା ରହିଥିଲା ସେସବୁକୁ ଦୂର କରି କିପରି ପୌର ନିର୍ବାଚନ ହୋଇ ପାରିବ ସେନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

10 Aug 2021 By The Sakala

ରାଜ୍ୟରେ ଠିକ୍ ସମୟରେ ହେବ ପଞ୍ଚାୟତ ନିର୍ବାଚନ- ପ୍ରତାପ ଜେନା

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ରାଜ୍ୟରେ ଠିକ୍ ସମୟରେ ପଂଚାୟତ ନିର୍ବାଚନ ହେବ ବୋଲି ସେ ସୂଚନା ଦେଇଛନ୍ତି । ପଂଚାୟତ ସୀମା ପୁନଃନିର୍ଦ୍ଧାରଣ କାମ ସରିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏ ନେଇ ଖୁବ୍ ଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ଦିଆଯିବ । ପୌର ନିର୍ବାଚନ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି । ଯେଉଁ ସବୁ ସମସ୍ୟା ରହିଥିଲା ସେସବୁକୁ ଦୂର କରି କିପରି ପୌର ନିର୍ବାଚନ ହୋଇ ପାରିବ ସେନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସେ କହିଛନ୍ତି ।

https://www.thesakala.in/big-news/panchayat-election-will-be-held-in-time/article-4518
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର