ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ , ପାସ୍ ହାର ୬୮.୬୬%

The Sakala Picture
Published On

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ। ପାସ ହାର ରହିଛି ୬୮.୬୬%। କଳାରେ ୬ ହଜାର ୩୧୦ ଜଣ ପାସ କରିଥିବା ବେଳେ, ପାସ୍ ହାର ରହିଛି ୭୦.୬୨ ପ୍ରତିଶତ। ସେହିପରି ବାଣତଜ୍ୟରେ ୪୨୨ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ, ପାସ୍ ହାର ରହିଛି ୬୮.୬୧ ପ୍ରତିଶତ। ବିଜ୍ଞାନରେ ୧୫୦୧ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ, ପାସ୍ ହାର ରହିଛି ୬୪.୩୯ ପ୍ରତିଶତ। ସେହିପରି ଧନ୍ଦାମୂଳକରେ ୨୨୭ ଜଣ ଛାତ୍ରଛାତ୍ରୀ […]

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ। ପାସ ହାର ରହିଛି ୬୮.୬୬%। କଳାରେ ୬ ହଜାର ୩୧୦ ଜଣ ପାସ କରିଥିବା ବେଳେ, ପାସ୍ ହାର ରହିଛି ୭୦.୬୨ ପ୍ରତିଶତ। ସେହିପରି ବାଣତଜ୍ୟରେ ୪୨୨ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ, ପାସ୍ ହାର ରହିଛି ୬୮.୬୧ ପ୍ରତିଶତ। ବିଜ୍ଞାନରେ ୧୫୦୧ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ, ପାସ୍ ହାର ରହିଛି ୬୪.୩୯ ପ୍ରତିଶତ। ସେହିପରି ଧନ୍ଦାମୂଳକରେ ୨୨୭ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ, ପାସ୍ ହାର ରହିଛି ୫୧.୫୯ ପ୍ରତିଶତ।

ଆହୁରି ପଢ଼ନ୍ତୁ: ‘ଏପିକେ’ ଆତଙ୍କ: ଫାଇଲ୍‌‌ ଖୋଲିଲେ ହ୍ୟାକରଙ୍କ ନିୟନ୍ତ୍ରଣକୁ ଚାଲିଯିବ ଆପଣଙ୍କ ମୋବାଇଲ, ଖାଲି ହୋଇଯିବ ଆକାଉଣ୍ଟ

କଳାରେ ୩ ହଜାର ୫୮୬ ଜଣ ଛାତ୍ର ପାସ କରିଥିବା ବେଳେ, ୨ ହଜାର ୭୨୪ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ବାଣିଜ୍ୟରେ ୨୮୮ ଜଣ ଛାତ୍ର ପାସ୍ କରିଥିବା ବେଳେ, ୨୦୩ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ବିଜ୍ଞାନରେ ୯୨୮ ଜଣ ଛାତ୍ର ପାସ୍ କରିଥିବା ବେଳେ, ୫୭୩ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଧନ୍ଦାମୂଳକରେ ୧୩୪ ଜଣ ଛାତ୍ର ପାସ୍ ହୋଇଥିବା ବେଳେ, ୯୩ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଯୁକ୍ତ ୨ ରେ ମୋଟ ୧୨ ହଜାର ୩୨୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ, ପାସ୍ ହୋଇଚନ୍ତି ୮ ହଜାର ୪୬୦ ଜଣ ଛାତ୍ରଛାତ୍ରୀ। www. orissaresults.nic.in ରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଅକ୍ଟୋବର ୧ରୁ ୧୧ ତାରିଖ ଯାଏ ଅଫଲାଇନ ପରୀକ୍ଷା ହୋଇଥିଲା ।

ଆହୁରି ପଢ଼ନ୍ତୁ: ତାତିରେ ସିଝୁଛି ସାରା ଓଡ଼ିଶା; ଆଜି ଜାଳିବ, କାଲିଠୁ କାଳବୈଶାଖୀ

20 Nov 2021 By The Sakala

ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ , ପାସ୍ ହାର ୬୮.୬୬%

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ। ପାସ ହାର ରହିଛି ୬୮.୬୬%। କଳାରେ ୬ ହଜାର ୩୧୦ ଜଣ ପାସ କରିଥିବା ବେଳେ, ପାସ୍ ହାର ରହିଛି ୭୦.୬୨ ପ୍ରତିଶତ। ସେହିପରି ବାଣତଜ୍ୟରେ ୪୨୨ ଜଣ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ, ପାସ୍ ହାର ରହିଛି ୬୮.୬୧ ପ୍ରତିଶତ। ବିଜ୍ଞାନରେ ୧୫୦୧ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ, ପାସ୍ ହାର ରହିଛି ୬୪.୩୯ ପ୍ରତିଶତ। ସେହିପରି ଧନ୍ଦାମୂଳକରେ ୨୨୭ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ, ପାସ୍ ହାର ରହିଛି ୫୧.୫୯ ପ୍ରତିଶତ।

କଳାରେ ୩ ହଜାର ୫୮୬ ଜଣ ଛାତ୍ର ପାସ କରିଥିବା ବେଳେ, ୨ ହଜାର ୭୨୪ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ବାଣିଜ୍ୟରେ ୨୮୮ ଜଣ ଛାତ୍ର ପାସ୍ କରିଥିବା ବେଳେ, ୨୦୩ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ବିଜ୍ଞାନରେ ୯୨୮ ଜଣ ଛାତ୍ର ପାସ୍ କରିଥିବା ବେଳେ, ୫୭୩ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଧନ୍ଦାମୂଳକରେ ୧୩୪ ଜଣ ଛାତ୍ର ପାସ୍ ହୋଇଥିବା ବେଳେ, ୯୩ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଯୁକ୍ତ ୨ ରେ ମୋଟ ୧୨ ହଜାର ୩୨୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ, ପାସ୍ ହୋଇଚନ୍ତି ୮ ହଜାର ୪୬୦ ଜଣ ଛାତ୍ରଛାତ୍ରୀ। www. orissaresults.nic.in ରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ଅକ୍ଟୋବର ୧ରୁ ୧୧ ତାରିଖ ଯାଏ ଅଫଲାଇନ ପରୀକ୍ଷା ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର