ଦିଲ୍ଲୀରେ ପହଞ୍ଚିଲେ ରାଷ୍ଟ୍ରପତି ପାର୍ଥୀ ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ୱର : ଦିଲ୍ଲୀରେ ପହଞ୍ଚିଲେ ରାଷ୍ଟ୍ରପତି ପାର୍ଥୀ ଦ୍ରୌପଦୀ ମୁର୍ମୁ । ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଆସନ୍ତାକାଲି ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ। ଦ୍ରୌପଦୀ ଗୁରୁବାର ସକାଳେ ଏମ୍‌ସିଏଲ ଗେଷ୍ଟ ହାଉସ୍‌ରୁ ବାହାରି ଜେଡ୍‌ ପ୍ଲସ ସୁରକ୍ଷା ସହ ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ସ୍ବାଗତ କରିବାକୁ ପାରମ୍ପରିକ ନାଚଗୀତରେ ଆୟୋଜନ କରାଯାଇଥିଲା। ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବହୁ ସ୍ବେଚ୍ଛାସେବୀ ସଙ୍ଗଠନ […]

ଭୁବନେଶ୍ୱର : ଦିଲ୍ଲୀରେ ପହଞ୍ଚିଲେ ରାଷ୍ଟ୍ରପତି ପାର୍ଥୀ ଦ୍ରୌପଦୀ ମୁର୍ମୁ । ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଆସନ୍ତାକାଲି ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ। ଦ୍ରୌପଦୀ ଗୁରୁବାର ସକାଳେ ଏମ୍‌ସିଏଲ ଗେଷ୍ଟ ହାଉସ୍‌ରୁ ବାହାରି ଜେଡ୍‌ ପ୍ଲସ ସୁରକ୍ଷା ସହ ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ସ୍ବାଗତ କରିବାକୁ ପାରମ୍ପରିକ ନାଚଗୀତରେ ଆୟୋଜନ କରାଯାଇଥିଲା। ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବହୁ ସ୍ବେଚ୍ଛାସେବୀ ସଙ୍ଗଠନ କର୍ମୀ, ଭାଜପା, ନେତା ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

23 Jun 2022 By The Sakala

ଦିଲ୍ଲୀରେ ପହଞ୍ଚିଲେ ରାଷ୍ଟ୍ରପତି ପାର୍ଥୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଦିଲ୍ଲୀରେ ପହଞ୍ଚିଲେ ରାଷ୍ଟ୍ରପତି ପାର୍ଥୀ ଦ୍ରୌପଦୀ ମୁର୍ମୁ । ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଆସନ୍ତାକାଲି ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ। ଦ୍ରୌପଦୀ ଗୁରୁବାର ସକାଳେ ଏମ୍‌ସିଏଲ ଗେଷ୍ଟ ହାଉସ୍‌ରୁ ବାହାରି ଜେଡ୍‌ ପ୍ଲସ ସୁରକ୍ଷା ସହ ବିମାନବନ୍ଦରରେ ପହଞ୍ଚିଥିଲେ। ତାଙ୍କୁ ସ୍ବାଗତ କରିବାକୁ ପାରମ୍ପରିକ ନାଚଗୀତରେ ଆୟୋଜନ କରାଯାଇଥିଲା। ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବହୁ ସ୍ବେଚ୍ଛାସେବୀ ସଙ୍ଗଠନ କର୍ମୀ, ଭାଜପା, ନେତା ପ୍ରମୁଖ ଉପସ୍ଥିତ ଥିଲେ।

https://www.thesakala.in/big-news/president-candidate-draupadi-murmu-arriving-in-delhi/article-12719
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର