ଡିସେମ୍ବର ୩ରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ ରୁ ୭ ପର୍ଯ୍ୟନ୍ତ ସେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ୪ ତାରିଖରେ ପୁରୀରେ ହେବାକୁ ଥିବା ନାଭି ଡେ’ ଇଭେଣ୍ଟରେ ମୁଖ୍ୟ ଅତିଥି ଭାବେ ଯୋଗଦାନ ଦେବେ। ୫ ତାରିଖରେ ଭୁବନେଶ୍ୱର କୋର୍ଟର ନୂଆ ବିଲ୍ଡିଂ ଉଦଘାଟନ ସହ ୬ ତାରିଖରେ ମୟୁରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ବ୍ଲୁ ବୁକ […]
ଭୁବନେଶ୍ବର: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୩ ରୁ ୭ ପର୍ଯ୍ୟନ୍ତ ସେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ୪ ତାରିଖରେ ପୁରୀରେ ହେବାକୁ ଥିବା ନାଭି ଡେ’ ଇଭେଣ୍ଟରେ ମୁଖ୍ୟ ଅତିଥି ଭାବେ ଯୋଗଦାନ ଦେବେ। ୫ ତାରିଖରେ ଭୁବନେଶ୍ୱର କୋର୍ଟର ନୂଆ ବିଲ୍ଡିଂ ଉଦଘାଟନ ସହ ୬ ତାରିଖରେ ମୟୁରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ବ୍ଲୁ ବୁକ ଗାଇଡ଼ଲାଇନ ମୁତାବକ ସମସ୍ତ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଓଡ଼ିଶା ପୁଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ଡିଜିପି ।