ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର, ଭେଣ୍ଟିଲେଟରରେ ଭର୍ତ୍ତି

The Sakala Picture
Published On

ନୂଆଦିଲ୍ଲୀ: ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଦିଲ୍ଲୀ ଏମସରେ ରାଜୁ ଶ୍ରୀବାସ୍ତବଙ୍କ ଚାଲିଛି ଚିକିତ୍ସା । ସୂଚନା ଅନୁଯାୟୀ, ଗତକାଲି ରାଜୁ ଶ୍ରୀବାସ୍ତବ  ଓ୍ୱାର୍କଆଉଟରେ କରୁଥିବାବେଳେ ସେ ହୃଦଘାତର ସମ୍ମୁଖୀନ ହୋଇଥିଲେ । ପରେ ତାଙ୍କୁ ଏମସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଥିଲା । ଡାକ୍ତରମାନେ ରାଜୁଙ୍କ ସ୍ୱାସ୍ଥ୍ୟ ପ୍ରତି ଗୁରୁତ୍ୱ ଦେଇ ଚିକିତ୍ସା ଜାରି ରଖିଛନ୍ତି । […]

ନୂଆଦିଲ୍ଲୀ: ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଦିଲ୍ଲୀ ଏମସରେ ରାଜୁ ଶ୍ରୀବାସ୍ତବଙ୍କ ଚାଲିଛି ଚିକିତ୍ସା ।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ସୂଚନା ଅନୁଯାୟୀ, ଗତକାଲି ରାଜୁ ଶ୍ରୀବାସ୍ତବ  ଓ୍ୱାର୍କଆଉଟରେ କରୁଥିବାବେଳେ ସେ ହୃଦଘାତର ସମ୍ମୁଖୀନ ହୋଇଥିଲେ । ପରେ ତାଙ୍କୁ ଏମସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଥିଲା । ଡାକ୍ତରମାନେ ରାଜୁଙ୍କ ସ୍ୱାସ୍ଥ୍ୟ ପ୍ରତି ଗୁରୁତ୍ୱ ଦେଇ ଚିକିତ୍ସା ଜାରି ରଖିଛନ୍ତି । ବଲିଉଡ ଅଭିନେତା ଓ ରାଜନେତାଙ୍କ ନକଲ କରି ବେଶ୍ ଚର୍ଚ୍ଚାରେ ଅଛନ୍ତି ରାଜୁ ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

11 Aug 2022 By The Sakala

ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର, ଭେଣ୍ଟିଲେଟରରେ ଭର୍ତ୍ତି

ନୂଆଦିଲ୍ଲୀ: ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଦିଲ୍ଲୀ ଏମସରେ ରାଜୁ ଶ୍ରୀବାସ୍ତବଙ୍କ ଚାଲିଛି ଚିକିତ୍ସା ।

ସୂଚନା ଅନୁଯାୟୀ, ଗତକାଲି ରାଜୁ ଶ୍ରୀବାସ୍ତବ  ଓ୍ୱାର୍କଆଉଟରେ କରୁଥିବାବେଳେ ସେ ହୃଦଘାତର ସମ୍ମୁଖୀନ ହୋଇଥିଲେ । ପରେ ତାଙ୍କୁ ଏମସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଥିଲା । ଡାକ୍ତରମାନେ ରାଜୁଙ୍କ ସ୍ୱାସ୍ଥ୍ୟ ପ୍ରତି ଗୁରୁତ୍ୱ ଦେଇ ଚିକିତ୍ସା ଜାରି ରଖିଛନ୍ତି । ବଲିଉଡ ଅଭିନେତା ଓ ରାଜନେତାଙ୍କ ନକଲ କରି ବେଶ୍ ଚର୍ଚ୍ଚାରେ ଅଛନ୍ତି ରାଜୁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର