ବିବାହ ବନ୍ଧନରେ ବାନ୍ଧିହେଲେ ରାକୁଲ୍ ପ୍ରୀତ ଓ ଜ୍ୟାକି ଭଗନାନୀ

The Sakala Picture
Published On

ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧିହେଲେ ବଲିଉଡ ଅଭିନେତ୍ରୀ ରାକୁଲ୍ ପ୍ରୀତ ସିଂହ-ବଲିଉଡର ପ୍ରଯୋଜକ ଜ୍ୟାକି ଭଗନାନୀ। ଆଜି ଗୋଆରେ ଦୁହିଁଙ୍କ ବିବାହ ସମ୍ପନ୍ନ ହୋଇଛି। ଉଭୟ ଦକ୍ଷିଣ ଗୋଆରେ ଥିବା ଆଇଟିସି ଗ୍ରାଣ୍ଡରେ ବିବାହ କରିଥିବା ବେଳେ ଦମ୍ପତିଙ୍କ ପରିବାର ଏବଂ ନିକଟତମ ବନ୍ଧୁମାନେ ବିବାହରେ ଯୋଗ ଦେଇଥିଲେ। ଏହି ବିବାହରେ ବଲିଉଡ କଳାକାର ଶିଳ୍ପା ଶେଟ୍ଟୀ, ଆୟୁଷ୍ମାନ ଖୁରାନା, ଅର୍ଜୁନ କପୁର, ଡେଭିଡ ଧୱନ ଉପସ୍ଥିତ ଥିବା ଦେଖାଯାଇଥିଲା। ବିବାହରେ ଯୋଗ ଦେବାକୁ ଥିବା ପରିବାର […]

ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧିହେଲେ ବଲିଉଡ ଅଭିନେତ୍ରୀ ରାକୁଲ୍ ପ୍ରୀତ ସିଂହ-ବଲିଉଡର ପ୍ରଯୋଜକ ଜ୍ୟାକି ଭଗନାନୀ। ଆଜି ଗୋଆରେ ଦୁହିଁଙ୍କ ବିବାହ ସମ୍ପନ୍ନ ହୋଇଛି। ଉଭୟ ଦକ୍ଷିଣ ଗୋଆରେ ଥିବା ଆଇଟିସି ଗ୍ରାଣ୍ଡରେ ବିବାହ କରିଥିବା ବେଳେ ଦମ୍ପତିଙ୍କ ପରିବାର ଏବଂ ନିକଟତମ ବନ୍ଧୁମାନେ ବିବାହରେ ଯୋଗ ଦେଇଥିଲେ। ଏହି ବିବାହରେ ବଲିଉଡ କଳାକାର ଶିଳ୍ପା ଶେଟ୍ଟୀ, ଆୟୁଷ୍ମାନ ଖୁରାନା, ଅର୍ଜୁନ କପୁର, ଡେଭିଡ ଧୱନ ଉପସ୍ଥିତ ଥିବା ଦେଖାଯାଇଥିଲା। ବିବାହରେ ଯୋଗ ଦେବାକୁ ଥିବା ପରିବାର ଲୋକ ଓ ନିକଟତର ବନ୍ଧୁମାନଙ୍କୁ ‌ବିବାହ ମଣ୍ଡପକୁ ଫୋନ ନେଇ ଯିବା ପାଇଁ ଅନୁମତି ନଥିବାରୁ ଏପର୍ଯ୍ୟନ୍ତ ଦୁୁହିଁଙ୍କ ବିବାହର ଫଟୋ ସାମ୍ନାକୁ ଆସିନାହିଁ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର