ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆର୍‌ବିଆଇ

The Sakala Picture
Published On

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ। ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ।  ରେପୋ ରେଟ୍ ୬.୫ ପ୍ରତିଶତରେ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି।  ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ। ୨୦୨୪- ୨୫ ଆର୍ଥିକ […]

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ। ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ।  ରେପୋ ରେଟ୍ ୬.୫ ପ୍ରତିଶତରେ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି।  ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ। ୨୦୨୪- ୨୫ ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ହାର ୭.୨ ପ୍ରତିଶତ ହେବା ନେଇ ଆକଳନା କରାଯାଇଛି।

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ରେପୋ ରେଟ୍ କ’ଣ?

ଆହୁରି ପଢ଼ନ୍ତୁ: ଫ୍ରାନ୍ସରେ ପ୍ରଥମ ଥର ପାଇଁ ମଣିଷ ଶରୀରରେ ଚିହ୍ନଟ ହେଲା ଶାମୋଣ୍ଡା ଭାଇରସ୍, ସଂକ୍ରମିତଙ୍କ ମୃତ୍ୟୁ

ଯେଉଁ ହାରରେ ଆରବିଆଇ ଦ୍ୱାରା ବ୍ୟାଙ୍କଗୁଡ଼ିକୁ ଲୋନ୍‌ ଦିଆଯାଏ ସେହି ହାରକୁ ରେପୋ ରେଟ୍ କୁହାଯାଏ । ରେପୋ ରେଟ୍‌ ବଢିଲେ ବ୍ୟାଙ୍କଗୁଡିକ ଆରବିଆଇରୁ ଅଧିକ ସୁଧ ହାରରେ ଋଣ ପାଇବେ । ଏହା ଦ୍ବାରା ବ୍ୟାଙ୍କରୁ ଲୋକ ନେଇଥିବା ହୋମ୍‌ ଲୋନ୍‌, କାର୍‌ ଲୋନ୍‌ ଏବଂ ପର୍ସନାଲ ଲୋନ୍‌ ଉପରେ ସୁଧ ହାର ବୃଦ୍ଧି ପାଇବ।  ଯାହା ଆପଣଙ୍କର EMI ଉପରେ ସିଧାସଳଖ ପ୍ରଭାବ ପକାଇବ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସ୍କୁଲରେ ଚାଞ୍ଚଲ୍ୟ: ସ୍କୁଲ ପରିସରରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର