ବଢିଲା ଶ୍ରମିକଙ୍କ ପାରିଶ୍ରମିକ, ଦୈନିକ ମଜୁରୀ ୭ ଟଙ୍କା ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ଶ୍ରମିକଙ୍କ ଦୈନିକ ମଜୁରୀରେ ୭ ଟଙ୍କା ବୃଦ୍ଧି । କୁଶଳୀ, ଅଣକୁଶଳୀ ଏପରି ସମସ୍ତ ବର୍ଗର ଶ୍ରମିକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କୁଶଳୀ ଶ୍ରମିକଙ୍କ ପାରିଶ୍ରମିକ ୪୧୬ ଟଙ୍କାରୁ ବଢି ୪୨୩ ଟଙ୍କା ହୋଇଛି । ସେହିଭଳି ଅତିକୁଶଳୀଙ୍କ ପାରିଶ୍ରମିକ ୪୭୬ ଟଙ୍କାରୁ ବଢି ୪୮୩ ଟଙ୍କା, ସ୍ୱଳ୍ପ କୁଶଳୀଙ୍କ ମଜୁରୀ ୩୬୬ ଟଙ୍କାରୁ ବଢି ୩୭୩ ଟଙ୍କା ହୋଇଛି । ଶେଷରେ ଅଣକୁଶଳୀଙ୍କ ଦୈନିକ ମଜୁରୀ ୩୨୬ ଟଙ୍କା ଥିବାବଳେ […]

ଭୁବନେଶ୍ୱର: ଶ୍ରମିକଙ୍କ ଦୈନିକ ମଜୁରୀରେ ୭ ଟଙ୍କା ବୃଦ୍ଧି । କୁଶଳୀ, ଅଣକୁଶଳୀ ଏପରି ସମସ୍ତ ବର୍ଗର ଶ୍ରମିକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କୁଶଳୀ ଶ୍ରମିକଙ୍କ ପାରିଶ୍ରମିକ ୪୧୬ ଟଙ୍କାରୁ ବଢି ୪୨୩ ଟଙ୍କା ହୋଇଛି । ସେହିଭଳି ଅତିକୁଶଳୀଙ୍କ ପାରିଶ୍ରମିକ ୪୭୬ ଟଙ୍କାରୁ ବଢି ୪୮୩ ଟଙ୍କା, ସ୍ୱଳ୍ପ କୁଶଳୀଙ୍କ ମଜୁରୀ ୩୬୬ ଟଙ୍କାରୁ ବଢି ୩୭୩ ଟଙ୍କା ହୋଇଛି । ଶେଷରେ ଅଣକୁଶଳୀଙ୍କ ଦୈନିକ ମଜୁରୀ ୩୨୬ ଟଙ୍କା ଥିବାବଳେ ଏବେ ଏହା ୩୩୩ ଟଙ୍କାରେ ପହଞ୍ଚିଛି । ଏନେଇ ଶ୍ରମ କମିଶନର ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଗୋ-ମାଫିଆଙ୍କ ବିରୋଧରେ ତିନି ଜିଲ୍ଲାରେ ବଡ କାର୍ଯ୍ୟାନୁଷ୍ଠାନ: ମୟୁରଭଞ୍ଜର ୧୫ ସ୍ଥାନରେ ଚଢ଼ାଉ, ବିପୁଳ ନଗଦ ଓ ସୁନା-ରୂପା ଜବତ

ଏହି ମଜୁରୀ ବୃଦ୍ଧି ଅକ୍ଟୋବର ପହିଲାରୁ ଲାଗୁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ରାଜ୍ୟ ଉପଦେଷ୍ଟା ବୋର୍ଡର ନିଷ୍ପତ୍ତି ଅନୁସାରେ ୨୦୧୯ ଏପ୍ରିଲରୁ ସରକାର ପ୍ରତିବର୍ଷ ମଜୁରୀ ବୃଦ୍ଧି କରିଆସୁଛନ୍ତି । ଏନେଇ ଦୁଇଟି ତାରିଖରେ ମଜୁରୀ ବୃଦ୍ଧି ଘୋଷଣା ହୋଇଥାଏ । ଏପ୍ରିଲ ପହିଲା ଓ ଅକ୍ଟୋବର ପହିଲାରେ ସରକାର ନୂଆ ମଜୁରୀ ଘୋଷଣା କରିଥାନ୍ତି ।

ଆହୁରି ପଢ଼ନ୍ତୁ: ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ, ଉଲ୍ଲଂଘନ କଲେ ଜରିମାନା

20 Oct 2022 By The Sakala

ବଢିଲା ଶ୍ରମିକଙ୍କ ପାରିଶ୍ରମିକ, ଦୈନିକ ମଜୁରୀ ୭ ଟଙ୍କା ବୃଦ୍ଧି

ଭୁବନେଶ୍ୱର: ଶ୍ରମିକଙ୍କ ଦୈନିକ ମଜୁରୀରେ ୭ ଟଙ୍କା ବୃଦ୍ଧି । କୁଶଳୀ, ଅଣକୁଶଳୀ ଏପରି ସମସ୍ତ ବର୍ଗର ଶ୍ରମିକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କୁଶଳୀ ଶ୍ରମିକଙ୍କ ପାରିଶ୍ରମିକ ୪୧୬ ଟଙ୍କାରୁ ବଢି ୪୨୩ ଟଙ୍କା ହୋଇଛି । ସେହିଭଳି ଅତିକୁଶଳୀଙ୍କ ପାରିଶ୍ରମିକ ୪୭୬ ଟଙ୍କାରୁ ବଢି ୪୮୩ ଟଙ୍କା, ସ୍ୱଳ୍ପ କୁଶଳୀଙ୍କ ମଜୁରୀ ୩୬୬ ଟଙ୍କାରୁ ବଢି ୩୭୩ ଟଙ୍କା ହୋଇଛି । ଶେଷରେ ଅଣକୁଶଳୀଙ୍କ ଦୈନିକ ମଜୁରୀ ୩୨୬ ଟଙ୍କା ଥିବାବଳେ ଏବେ ଏହା ୩୩୩ ଟଙ୍କାରେ ପହଞ୍ଚିଛି । ଏନେଇ ଶ୍ରମ କମିଶନର ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ଏହି ମଜୁରୀ ବୃଦ୍ଧି ଅକ୍ଟୋବର ପହିଲାରୁ ଲାଗୁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ରାଜ୍ୟ ଉପଦେଷ୍ଟା ବୋର୍ଡର ନିଷ୍ପତ୍ତି ଅନୁସାରେ ୨୦୧୯ ଏପ୍ରିଲରୁ ସରକାର ପ୍ରତିବର୍ଷ ମଜୁରୀ ବୃଦ୍ଧି କରିଆସୁଛନ୍ତି । ଏନେଇ ଦୁଇଟି ତାରିଖରେ ମଜୁରୀ ବୃଦ୍ଧି ଘୋଷଣା ହୋଇଥାଏ । ଏପ୍ରିଲ ପହିଲା ଓ ଅକ୍ଟୋବର ପହିଲାରେ ସରକାର ନୂଆ ମଜୁରୀ ଘୋଷଣା କରିଥାନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର