ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକଙ୍କ ପ୍ରତିକ୍ରିୟା

The Sakala Picture
Published On

ରାଜ୍ୟ ସରକାର 30ଟି ଜିଲ୍ଲାକୁ ନିର୍ଦେଶ ଦେଇଛନ୍ତି । ସମସ୍ତ ଜିଲ୍ଲାପାଳ ମାନେ ଏହି ସମୟରେ ଉପସ୍ଥିତ ରହିବେ । ଜିଲ୍ଲା ଗୁଡିକରେ ମେଡିସିନ, ପିଇବା ପାଣି, ଡ଼ଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ,କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପକୁ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି। 7ଟି ଜିଲ୍ଲା ଉପରେ ନଜର ରଖାଯାଇଛି । ମାତ୍ର ସମସ୍ତ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି ସଜାଗ ରହିବା ପାଇଁ […]

ରାଜ୍ୟ ସରକାର 30ଟି ଜିଲ୍ଲାକୁ ନିର୍ଦେଶ ଦେଇଛନ୍ତି । ସମସ୍ତ ଜିଲ୍ଲାପାଳ ମାନେ ଏହି ସମୟରେ ଉପସ୍ଥିତ ରହିବେ । ଜିଲ୍ଲା ଗୁଡିକରେ ମେଡିସିନ, ପିଇବା ପାଣି, ଡ଼ଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ,କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପକୁ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି। 7ଟି ଜିଲ୍ଲା ଉପରେ ନଜର ରଖାଯାଇଛି । ମାତ୍ର ସମସ୍ତ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି ସଜାଗ ରହିବା ପାଇଁ । ଆଜି ଚିତ୍ର ସ୍ପଷ୍ଟ ହେବା ପରେ ଆଗାମୀ ପଦକ୍ଷେପ ନିଆଯିବ ।

ଆହୁରି ପଢ଼ନ୍ତୁ: ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ହତ୍ୟା ଧମକ, ଗୁଜୁରାଟରୁ ଅଭିଯୁକ୍ତ ଗିରଫ

20 Oct 2022 By The Sakala

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲିକଙ୍କ ପ୍ରତିକ୍ରିୟା

ରାଜ୍ୟ ସରକାର 30ଟି ଜିଲ୍ଲାକୁ ନିର୍ଦେଶ ଦେଇଛନ୍ତି । ସମସ୍ତ ଜିଲ୍ଲାପାଳ ମାନେ ଏହି ସମୟରେ ଉପସ୍ଥିତ ରହିବେ । ଜିଲ୍ଲା ଗୁଡିକରେ ମେଡିସିନ, ପିଇବା ପାଣି, ଡ଼ଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ,କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପକୁ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି। 7ଟି ଜିଲ୍ଲା ଉପରେ ନଜର ରଖାଯାଇଛି । ମାତ୍ର ସମସ୍ତ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି ସଜାଗ ରହିବା ପାଇଁ । ଆଜି ଚିତ୍ର ସ୍ପଷ୍ଟ ହେବା ପରେ ଆଗାମୀ ପଦକ୍ଷେପ ନିଆଯିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର