ଆଜିଠୁ ୪ ମାସ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

The Sakala Picture
Published On

ମୟୂରଭଞ୍ଜ: ଆଜିଠୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ବର୍ଷା ଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି । ଆଜିଠୁ ୪ ମାସ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଆସିଲେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଏ । ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । ବର୍ଷା କମିବା ପରେ […]

ମୟୂରଭଞ୍ଜ: ଆଜିଠୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ବର୍ଷା ଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି । ଆଜିଠୁ ୪ ମାସ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଆସିଲେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଏ । ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । ବର୍ଷା କମିବା ପରେ ଆଭ୍ୟନ୍ତରୀଣ ରାସ୍ତା ଓ ପୋଲର ମରାମତି କରାଯାଇଥାଏ । ଏହାପରେ ଶୀତ ଆଗମନ ହେଲେ ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଥାଏ ଶିମିଳିପାଳ ଗେଟ୍‌ ।

ଆହୁରି ପଢ଼ନ୍ତୁ: OSSTET-୨୦୨୫ ରେଜଲ୍ଟ ପ୍ରକାଶିତ, ୭୨.୩୮ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ

16 Jun 2022 By The Sakala

ଆଜିଠୁ ୪ ମାସ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ମୟୂରଭଞ୍ଜ: ଆଜିଠୁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ବର୍ଷା ଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି । ଆଜିଠୁ ୪ ମାସ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଆସିଲେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଏ । ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ । ବର୍ଷା କମିବା ପରେ ଆଭ୍ୟନ୍ତରୀଣ ରାସ୍ତା ଓ ପୋଲର ମରାମତି କରାଯାଇଥାଏ । ଏହାପରେ ଶୀତ ଆଗମନ ହେଲେ ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଥାଏ ଶିମିଳିପାଳ ଗେଟ୍‌ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର