ଆସନ୍ତା ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

The Sakala Picture
Published On

ପୁରୀ: ସପ୍ତାହେ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି । ଆସନ୍ତା ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଦୋଳଯାତ୍ରାର ବିଶେଷ ନୀତିକାନ୍ତି ପାଇଁ ବନ୍ଦ ରହିବ ମରାମତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ […]

ପୁରୀ: ସପ୍ତାହେ ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି । ଆସନ୍ତା ୯ରୁ ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଦୋଳଯାତ୍ରାର ବିଶେଷ ନୀତିକାନ୍ତି ପାଇଁ ବନ୍ଦ ରହିବ ମରାମତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ସମ୍ପାଦନ ହେବ। ଏହାକୁ ଦୃଷ୍ଟିରେ ରଖି ଛତିଶା ନିଯୋଗର ପରାମର୍ଶକ୍ରମେ ଫଗୁ ଦଶମୀ ଠାରୁ ହୋଲି ଉତ୍ସବ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଆସନ୍ତା ୯ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ସାତ ଦିନ ଧରି ରତ୍ନଭଣ୍ଡାର ସଂରକ୍ଷଣ ତଥା ମରାମତି କାର୍ଯ୍ୟ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର