ଆଜି ରାଜ୍ୟ କ୍ୟାବିନେଟ୍‍ ବୈଠକ

The Sakala Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗୁରୁବାର ଅପରାହ୍ନ ୫ଟା ୩୦ ମିନିଟ୍‍ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରାୟ ୨୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଗ୍ରାମାଞ୍ଚଳରେ ପାନୀୟଜଳ ଯୋଗାଣ, ତୃଣମୂଳ ପ୍ରଶାସନକୁ ଅଧିକ ମଜଭୁତ୍‍ କରିବା, ବିଭିନ୍ନ କ୍ୟାଡର ରୁଲ୍‍ ସଂଶୋଧନ ଏବଂ ନିଯୁକ୍ତି ସମ୍ପର୍କିତ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗୁରୁବାର ଅପରାହ୍ନ ୫ଟା ୩୦ ମିନିଟ୍‍ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରାୟ ୨୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଗ୍ରାମାଞ୍ଚଳରେ ପାନୀୟଜଳ ଯୋଗାଣ, ତୃଣମୂଳ ପ୍ରଶାସନକୁ ଅଧିକ ମଜଭୁତ୍‍ କରିବା, ବିଭିନ୍ନ କ୍ୟାଡର ରୁଲ୍‍ ସଂଶୋଧନ ଏବଂ ନିଯୁକ୍ତି ସମ୍ପର୍କିତ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଅର୍ଥ, ପୂର୍ତ୍ତ, ଜଳସେଚନ ଇତ୍ୟାଦି ବିଭାଗ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

22 Sep 2022 By The Sakala

ଆଜି ରାଜ୍ୟ କ୍ୟାବିନେଟ୍‍ ବୈଠକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗୁରୁବାର ଅପରାହ୍ନ ୫ଟା ୩୦ ମିନିଟ୍‍ରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରାୟ ୨୫ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଗ୍ରାମାଞ୍ଚଳରେ ପାନୀୟଜଳ ଯୋଗାଣ, ତୃଣମୂଳ ପ୍ରଶାସନକୁ ଅଧିକ ମଜଭୁତ୍‍ କରିବା, ବିଭିନ୍ନ କ୍ୟାଡର ରୁଲ୍‍ ସଂଶୋଧନ ଏବଂ ନିଯୁକ୍ତି ସମ୍ପର୍କିତ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଅର୍ଥ, ପୂର୍ତ୍ତ, ଜଳସେଚନ ଇତ୍ୟାଦି ବିଭାଗ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର