କରୋନା ସ୍ଥିତି ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା: ସ୍ଥିତି ଉପରେ ନଜର ରଖାଯାଇଛି, ଫୋକସରେ ଟେଷ୍ଟିଂ ଓ ଭ୍ୟାକ୍ସିନେସନ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜିଲ୍ଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ ଓ ଭ୍ୟାକ୍ସିନେସନ ବଢ଼ାଇବାକୁ ଦିଆଯାଉଛି ଫୋକସ । ଆବଶ୍ୟକସ୍ଥଳେ ହସ୍ପିଟାଲରେ ବେଡ୍‌ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ପ୍ରଥମ ଓ ଦ୍ବିତୀୟ ଲହରର ଯେପରି ସଫଳ ମୁକାବିଲା କରାଯାଇଥିଲା, ଏବେ ସେହିଭଳି ପଦକ୍ଷେପ ନିଆଯାଉଛି। ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତି ତଦାରଖ କରୁଛନ୍ତି। ଓଏମସିଏଲକୁ ଔଷଧ ମହଜୁଦ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜିଲ୍ଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ ଓ ଭ୍ୟାକ୍ସିନେସନ ବଢ଼ାଇବାକୁ ଦିଆଯାଉଛି ଫୋକସ । ଆବଶ୍ୟକସ୍ଥଳେ ହସ୍ପିଟାଲରେ ବେଡ୍‌ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ପ୍ରଥମ ଓ ଦ୍ବିତୀୟ ଲହରର ଯେପରି ସଫଳ ମୁକାବିଲା କରାଯାଇଥିଲା, ଏବେ ସେହିଭଳି ପଦକ୍ଷେପ ନିଆଯାଉଛି। ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତି ତଦାରଖ କରୁଛନ୍ତି। ଓଏମସିଏଲକୁ ଔଷଧ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତେ କୋଭିଡ୍‌ ନିୟମ ମାନିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

18 Jul 2022 By The Sakala

କରୋନା ସ୍ଥିତି ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା: ସ୍ଥିତି ଉପରେ ନଜର ରଖାଯାଇଛି, ଫୋକସରେ ଟେଷ୍ଟିଂ ଓ ଭ୍ୟାକ୍ସିନେସନ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜିଲ୍ଲାପାଳ ଓ ସିଡିଏମଓଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟେଷ୍ଟିଂ ଓ ଭ୍ୟାକ୍ସିନେସନ ବଢ଼ାଇବାକୁ ଦିଆଯାଉଛି ଫୋକସ । ଆବଶ୍ୟକସ୍ଥଳେ ହସ୍ପିଟାଲରେ ବେଡ୍‌ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ପ୍ରଥମ ଓ ଦ୍ବିତୀୟ ଲହରର ଯେପରି ସଫଳ ମୁକାବିଲା କରାଯାଇଥିଲା, ଏବେ ସେହିଭଳି ପଦକ୍ଷେପ ନିଆଯାଉଛି। ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥିତି ତଦାରଖ କରୁଛନ୍ତି। ଓଏମସିଏଲକୁ ଔଷଧ ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତେ କୋଭିଡ୍‌ ନିୟମ ମାନିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପରାମର୍ଶ ଦେଇଛନ୍ତି।

https://www.thesakala.in/big-news/state-health-minister-naba-das-response-to-the-corona-situation/article-13408
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର