ଧର୍ମେନ୍ଦ୍ର ପ୍ରଧାନଙ୍କୁ ଛାତ୍ର କଂଗ୍ରେସର ବିରୋଧ : ‘ଗୋ ବ୍ୟାକ୍’ ର ନାରା ସହ ଦେଖାଇଲେ କଳା ପତାକା

The Sakala Picture
Published On

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଛାତ୍ର କଂଗ୍ରେସ ପକ୍ଷରୁ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଇଛି । କଳାପତାକା ଦେଖାଇ ‘ଗୋ ବ୍ୟାକ୍’ ର ନାରା ଦେଇଥିଲେ ଛାତ୍ର କଂଗ୍ରେସ କର୍ମୀ । ବିଶ୍ୱବିଦ୍ୟାଳୟ ପରିସରରେ ପ୍ରତିବାଦର ନାରା ଦେଇ ବିରୋଧ କରିବା ସମୟରେ ପୋଲିସ ସେମାନଙ୍କୁ ଉଠାଇ ନେଇଛି । ଉତ୍କଳ ବିଶ୍ୱ ବିଦ୍ୟାଳୟର ସ୍ଥାପନା ଦିବସ ଅବସରରେ ଭୁବନେଶ୍ୱର ଗସ୍ତ କରିଛନ୍ତି […]

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଛାତ୍ର କଂଗ୍ରେସ ପକ୍ଷରୁ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଇଛି । କଳାପତାକା ଦେଖାଇ ‘ଗୋ ବ୍ୟାକ୍’ ର ନାରା ଦେଇଥିଲେ ଛାତ୍ର କଂଗ୍ରେସ କର୍ମୀ । ବିଶ୍ୱବିଦ୍ୟାଳୟ ପରିସରରେ ପ୍ରତିବାଦର ନାରା ଦେଇ ବିରୋଧ କରିବା ସମୟରେ ପୋଲିସ ସେମାନଙ୍କୁ ଉଠାଇ ନେଇଛି ।

ଆହୁରି ପଢ଼ନ୍ତୁ: ସକ୍ରିୟ ହେଲା ସୁସ୍ପଷ୍ଟ ଲଘୁଚାପ: ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ବରଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଉତ୍କଳ ବିଶ୍ୱ ବିଦ୍ୟାଳୟର ସ୍ଥାପନା ଦିବସ ଅବସରରେ ଭୁବନେଶ୍ୱର ଗସ୍ତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ସମୟରେ ଦରଦାମକୁ ନେଇ ପୂର୍ବରୁ କଂଗ୍ରେସ ବିରୋଧ ପ୍ରଦର୍ଶନ କରି ଆସିଥିବାବେଳେ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ମଧ୍ୟ କଲାପତାକା ଦେଖାଇ ବିରୋଧ କରିଛି କଂଗ୍ରେସ । ଛାତ୍ର କଂଗ୍ରେସର କର୍ମୀ କଂଗ୍ରେସ ପତାକା ସହ କଳା ପତାକା ଦେଖାଇ ଗୋ ବ୍ୟାକ ନାରା ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଲୋକଭବନକୁ 'ପ୍ଲାଟିନମ୍ ଗ୍ରୀନ୍‌ ବିଲ୍ଡିଂ' ମାନ୍ୟତା, ଦେଶର ପ୍ରଥମ ଲୋକଭବନ ଭାବେ ମିଳିଲା ଏହି ସମ୍ମାନଜନକ ପ୍ରମାଣପତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର