ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

The Sakala Picture
Published On

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଅପଡେଟ। ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା। ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ ବୈଠକ ବସିବ। ୨୪ ରେ ଆଉ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା । ଏଥିସହ ମୋଟ ୮୦ ଲକ୍ଷ ମହିଳାଙ୍କୁ ମିଳିଯିବ […]

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଅପଡେଟ। ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା। ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ ବୈଠକ ବସିବ। ୨୪ ରେ ଆଉ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା । ଏଥିସହ ମୋଟ ୮୦ ଲକ୍ଷ ମହିଳାଙ୍କୁ ମିଳିଯିବ ‘ସୁଭଦ୍ରା’ ଟଙ୍କା। ବର୍ତ୍ତମାନସୁଦ୍ଧା ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ‘ସୁଭଦ୍ରା’ ଆବେଦନକାରୀଙ୍କ ସଂଖ୍ୟା। ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଥରେ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଗୋଟିଏ ମୋବାଇଲ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି। ଯେଉଁମାନେ ରହିଯିବେ ଜାନୁଆରୀ ଓ ଫେବ୍ରୁଆରୀ ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଗଣତି ମଣତିର ଶୁଭ ମୁହୂର୍ତ୍ତକୁ ନେଇ କେଁ; ତିଥି ଓ ବାରକୁ ନେଇ ଆପତ୍ତି ଉଠାଇଲେ ଜ୍ୟୋତିର୍ବିଦ୍‌

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଏବେ ଅଲୋଡ଼ା, ମାତ୍ର 'ଉତ୍ତରପ୍ରଦେଶ ଏବେ ‘୫-ଟି’ର ଶ୍ରେଷ୍ଠ ମଡେ଼ଲ'

21 Nov 2024 By The Sakala

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଅପଡେଟ। ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା। ତୃତୀୟ ପର୍ଯ୍ୟୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି। ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ ବୈଠକ ବସିବ। ୨୪ ରେ ଆଉ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା । ଏଥିସହ ମୋଟ ୮୦ ଲକ୍ଷ ମହିଳାଙ୍କୁ ମିଳିଯିବ ‘ସୁଭଦ୍ରା’ ଟଙ୍କା। ବର୍ତ୍ତମାନସୁଦ୍ଧା ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ‘ସୁଭଦ୍ରା’ ଆବେଦନକାରୀଙ୍କ ସଂଖ୍ୟା। ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଥରେ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଗୋଟିଏ ମୋବାଇଲ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି। ଯେଉଁମାନେ ରହିଯିବେ ଜାନୁଆରୀ ଓ ଫେବ୍ରୁଆରୀ ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

https://www.thesakala.in/big-news/subhadra-yojana-money-to-be-given-to-1-crore-women-by-december/article-36723
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର